ଓଡ଼ିଶାରେ ପ୍ରଚାର କରିବେ ଡ୍ରିମ୍ଗର୍ଲ
ଭୁବନେଶ୍ୱର,୭।୫: ଭାଜପାର ଷ୍ଟାର ପ୍ରଚାରକ ତାଲିକାରେ ଡ୍ରିମ୍ଗର୍ଲ ତଥା ମଥୁରା ଭାଜପା ଏମ୍ପି ପ୍ରାର୍ଥୀ ହେମାମାଳିନୀ ସାମିଲ ହୋଇଛନ୍ତି। ଓଡ଼ିଶା ପାଇଁ ଷ୍ଟାର ପ୍ରଚାରକ ତାଲିକାରେ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସ୍ଥାନରେ ହେମା ସାମିଲ ହୋଇଛନ୍ତି। ତାଲିକାରେ ସାମିଲ ପରେ ଓଡ଼ିଶାରେ ହେମାମାଳିନୀ ପ୍ରଚାର କରିବା ସ୍ପଷ୍ଟ ହୋଇଯାଇଛି। The post ଓଡ଼ିଶାରେ ପ୍ରଚାର କରିବେ ଡ୍ରିମ୍ଗର୍ଲ appeared first on Dharitri Odia News.
ଭୁବନେଶ୍ୱର,୭।୫: ଭାଜପାର ଷ୍ଟାର ପ୍ରଚାରକ ତାଲିକାରେ ଡ୍ରିମ୍ଗର୍ଲ ତଥା ମଥୁରା ଭାଜପା ଏମ୍ପି ପ୍ରାର୍ଥୀ ହେମାମାଳିନୀ ସାମିଲ ହୋଇଛନ୍ତି। ଓଡ଼ିଶା ପାଇଁ ଷ୍ଟାର ପ୍ରଚାରକ ତାଲିକାରେ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସ୍ଥାନରେ ହେମା ସାମିଲ ହୋଇଛନ୍ତି। ତାଲିକାରେ ସାମିଲ ପରେ ଓଡ଼ିଶାରେ ହେମାମାଳିନୀ ପ୍ରଚାର କରିବା ସ୍ପଷ୍ଟ ହୋଇଯାଇଛି।
The post ଓଡ଼ିଶାରେ ପ୍ରଚାର କରିବେ ଡ୍ରିମ୍ଗର୍ଲ appeared first on Dharitri Odia News.