ଓଡ଼ିଶାରେ ବନ୍ଦ ହୋଇଯିବ BSKY ଯୋଜନା, ଲାଗୁ ହେବ ଏହି ଯୋଜନା, ମନମୋହନ ସାମଲଙ୍କ ବଡ଼ ବୟାନ

ଭୁବନେଶ୍ୱର,୫।୬: ଓଡ଼ିଶାରେ ବନ୍ଦ ହୋଇଯିବ BSKY ଯୋଜନା । ନୂଆ ସରକାର ଗଠନ ହେବା ପରେ ଓଡ଼ିଶାରେ ବିଏସକେୱାଇ କାର୍ଡ ବନ୍ଦ ହୋଇଯିବ । ଅର୍ଥାତ ଓଡ଼ିଶାବାସୀ ଆଉ BSKY ଯୋଜନାର ଲାଭ ଉଠାଇପାରିବେ ନାହିଁ । ଏଣିକି ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା । ଏନେଇ ବଡ଼ ସୂଚନା ଦେଇଛନ୍ତି ଭାଜପା ରାଜ୍ୟ ସଭାପତି ମନେମାହନ ସାମଲ । ଓଡ଼ିଶାରେ ଦୀର୍ଘ ୨୪ ବର୍ଷର ସରକାରୀ ଭାଙ୍ଗି ଭାଜପା ନୂଆ ସରକାର ଗଠନ […] The post ଓଡ଼ିଶାରେ ବନ୍ଦ ହୋଇଯିବ BSKY ଯୋଜନା, ଲାଗୁ ହେବ ଏହି ଯୋଜନା, ମନମୋହନ ସାମଲଙ୍କ ବଡ଼ ବୟାନ appeared first on Dharitri Odia News.

ଓଡ଼ିଶାରେ ବନ୍ଦ ହୋଇଯିବ BSKY ଯୋଜନା, ଲାଗୁ ହେବ ଏହି ଯୋଜନା, ମନମୋହନ ସାମଲଙ୍କ ବଡ଼ ବୟାନ

ଭୁବନେଶ୍ୱର,୫।୬: ଓଡ଼ିଶାରେ ବନ୍ଦ ହୋଇଯିବ BSKY ଯୋଜନା । ନୂଆ ସରକାର ଗଠନ ହେବା ପରେ ଓଡ଼ିଶାରେ ବିଏସକେୱାଇ କାର୍ଡ ବନ୍ଦ ହୋଇଯିବ । ଅର୍ଥାତ ଓଡ଼ିଶାବାସୀ ଆଉ BSKY ଯୋଜନାର ଲାଭ ଉଠାଇପାରିବେ ନାହିଁ । ଏଣିକି ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା । ଏନେଇ ବଡ଼ ସୂଚନା ଦେଇଛନ୍ତି ଭାଜପା ରାଜ୍ୟ ସଭାପତି ମନେମାହନ ସାମଲ ।

ଓଡ଼ିଶାରେ ଦୀର୍ଘ ୨୪ ବର୍ଷର ସରକାରୀ ଭାଙ୍ଗି ଭାଜପା ନୂଆ ସରକାର ଗଠନ କରିବାକୁ ଯାଉଛି । ତେଣୁ ଏହାପୂର୍ବରୁ ରାଜ୍ୟବାସୀଙ୍କ ପାଇଁ ଏକ ବଡ଼ ଖବର ଆସିଛି ଯେ, ବିଏସକେୱାଇ ଯୋଜନା ରାଜ୍ୟରେ ବନ୍ଦ ହୋଇଯିବ । ଯାହା ରାଜ୍ୟର ଅନେକ ହିତାଧିକାରୀଙ୍କ ଚିନ୍ତା ବଢାଇଦେଇଛି । ତେବେ ଏହା ବଦଳରେ ଓଡ଼ିଶାରେ ଆୟୁଷ୍ମାନ ଭାରତ ଲାଗୁ କରାଯିବା ନେଇ କହିଛନ୍ତି ମନମୋହନ ସାମଲ ।

The post ଓଡ଼ିଶାରେ ବନ୍ଦ ହୋଇଯିବ BSKY ଯୋଜନା, ଲାଗୁ ହେବ ଏହି ଯୋଜନା, ମନମୋହନ ସାମଲଙ୍କ ବଡ଼ ବୟାନ appeared first on Dharitri Odia News.