ଓଡ଼ିଶାରେ ବିଜୟ ପରେ ପ୍ରତିକ୍ରିୟା ଦେଲେ ହିମନ୍ତ ବିସ୍ୱାଶର୍ମା

ଭୁବନେଶ୍ୱର,୩।୬: ଓଡ଼ିଶାରେ ଭାଜପାର ବିଜୟ ପରେ ପ୍ରତିକ୍ରିୟା ଦେଇଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିସ୍ୱାଶର୍ମା। ସେ କହିଛନ୍ତି ”ଓଡିଶାରେ ଇତିହାସ ସୃଷ୍ଟି! ଏହି ଐତିହାସିକ ଜନାଦେଶ ପାଇଁ ଓ ଉଭୟ ରାଜ୍ୟ ତଥା ସଂସଦରେ ସେବା କରିବା ପାଇଁ ଭାଜପା ଉପରେ ସେମାନଙ୍କର ସମ୍ପୂର୍ଣ୍ଣ ବିଶ୍ୱାସ ରଖିଥିବାରୁ ଓଡିଶାବାସୀଙ୍କୁ ଅଶେଷ ଧନ୍ୟବାଦ। ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଓଡିଶାର ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଭାଜପାର ପ୍ରତ୍ୟେକ କାର୍ଯ୍ୟ କରିବାକୁ ପ୍ରତିବଦ୍ଧ। ରାଜ୍ୟରେ ମୋର […] The post ଓଡ଼ିଶାରେ ବିଜୟ ପରେ ପ୍ରତିକ୍ରିୟା ଦେଲେ ହିମନ୍ତ ବିସ୍ୱାଶର୍ମା appeared first on Dharitri Odia News.

ଓଡ଼ିଶାରେ ବିଜୟ ପରେ ପ୍ରତିକ୍ରିୟା ଦେଲେ ହିମନ୍ତ ବିସ୍ୱାଶର୍ମା

ଭୁବନେଶ୍ୱର,୩।୬: ଓଡ଼ିଶାରେ ଭାଜପାର ବିଜୟ ପରେ ପ୍ରତିକ୍ରିୟା ଦେଇଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିସ୍ୱାଶର୍ମା। ସେ କହିଛନ୍ତି ”ଓଡିଶାରେ ଇତିହାସ ସୃଷ୍ଟି! ଏହି ଐତିହାସିକ ଜନାଦେଶ ପାଇଁ ଓ ଉଭୟ ରାଜ୍ୟ ତଥା ସଂସଦରେ ସେବା କରିବା ପାଇଁ ଭାଜପା ଉପରେ ସେମାନଙ୍କର ସମ୍ପୂର୍ଣ୍ଣ ବିଶ୍ୱାସ ରଖିଥିବାରୁ ଓଡିଶାବାସୀଙ୍କୁ ଅଶେଷ ଧନ୍ୟବାଦ।

ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଓଡିଶାର ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଭାଜପାର ପ୍ରତ୍ୟେକ କାର୍ଯ୍ୟ କରିବାକୁ ପ୍ରତିବଦ୍ଧ। ରାଜ୍ୟରେ ମୋର ପ୍ରଚାର ଅଭିଯାନ ସମୟରେ ମୁଁ ଓଡ଼ିଶା ଏବଂ ଆମ କାର୍ଯ୍ୟକର୍ତାଙ୍କ ସହ ବିତାଇଥିବା ସୁନ୍ଦର ସମୟକୁ ମୁଁ ସର୍ବଦା ମନେ ରଖିବି।”
https://x.com/himantabiswa/status/1798004626194833414?t=l7_nHrNiWtA_LDUnfskcKw&s=19

The post ଓଡ଼ିଶାରେ ବିଜୟ ପରେ ପ୍ରତିକ୍ରିୟା ଦେଲେ ହିମନ୍ତ ବିସ୍ୱାଶର୍ମା appeared first on Dharitri Odia News.