ଓଡ଼ିଶାରେ ଯୋଗୀ ଆଦିତ୍ୟନାଥ
ଭୁବନେଶ୍ୱର,୨୩ା୫: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଗୁରୁବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଞ୍ଚଛନ୍ତି। ଏଠାରେ ପହଞ୍ଚିବା ପରେ ଚିଲିକା ବିଧାନସଭା କ୍ଷେତ୍ର ବାଣପୁର ଯାଇଛନ୍ତି। ସେଠାରୁ ଫେରିବା ପରେ କେନ୍ଦ୍ରାପଡ଼ା ଏବଂ କୁଳିଆଠାରେ ଆୟୋଜିତ ସଭାରେ ଯୋଗ ଦେବେ। The post ଓଡ଼ିଶାରେ ଯୋଗୀ ଆଦିତ୍ୟନାଥ appeared first on Dharitri Odia News.
ଭୁବନେଶ୍ୱର,୨୩ା୫: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଗୁରୁବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଞ୍ଚଛନ୍ତି। ଏଠାରେ ପହଞ୍ଚିବା ପରେ ଚିଲିକା ବିଧାନସଭା କ୍ଷେତ୍ର ବାଣପୁର ଯାଇଛନ୍ତି। ସେଠାରୁ ଫେରିବା ପରେ କେନ୍ଦ୍ରାପଡ଼ା ଏବଂ କୁଳିଆଠାରେ ଆୟୋଜିତ ସଭାରେ ଯୋଗ ଦେବେ।
The post ଓଡ଼ିଶାରେ ଯୋଗୀ ଆଦିତ୍ୟନାଥ appeared first on Dharitri Odia News.