ଓଡିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି
କନକ ବ୍ୟୁରୋ: ଓଡିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି । ବାୟୁସେନାର ସ୍ୱତନ୍ତ୍ର ବିମାନରେ ପହଞ୍ଚିଲେ ରାଷ୍ଟ୍ରପତି । ଓଡିଶାରେ ୫ ଦିନ ରହିବେ ରାଷ୍ଟ୍ରପତି । ରାଷ୍ଟ୍ରପତି ଭୁବନେଶ୍ୱର ନିଳାଦ୍ରୀ ବିହାର ଯିବେ । ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତି ଅନାବରଣ କରିବେ । କାଲି ପୁରୀ ଗସ୍ତରେ ଯିବେ ରାଷ୍ଟ୍ରପତି । ନୌସେନା ଦିବସରେ ରାଷ୍ଟ୍ରପତି ସାମିଲ ହେବେ ।