ଓଡିଶା ହାଇକୋର୍ଟ ବିଚାରପତି ଭାବେ ଆଜି ଶପଥ ଗ୍ରହଣ କରିବେ ଜଷ୍ଟିସ ଦିକ୍ଷିତ କ୍ରୀଷ୍ଣା ଶ୍ରୀପଦ

ନନ୍ଦିଘୋଷ ବ୍ୟୁରୋ: ଓଡିଶା ହାଇକୋର୍ଟ ବିଚାରପତି ଭାବେ ଆଜି ଶପଥ ଗ୍ରହଣ କରିବେ ଜଷ୍ଟିସ ଦିକ୍ଷିତ କ୍ରୀଷ୍ଣା ଶ୍ରୀପଦ। ହାଇକୋର୍ଟ... The post ଓଡିଶା ହାଇକୋର୍ଟ ବିଚାରପତି ଭାବେ ଆଜି ଶପଥ ଗ୍ରହଣ କରିବେ ଜଷ୍ଟିସ ଦିକ୍ଷିତ କ୍ରୀଷ୍ଣା ଶ୍ରୀପଦ appeared first on .

ଓଡିଶା ହାଇକୋର୍ଟ ବିଚାରପତି ଭାବେ ଆଜି ଶପଥ ଗ୍ରହଣ କରିବେ ଜଷ୍ଟିସ ଦିକ୍ଷିତ କ୍ରୀଷ୍ଣା ଶ୍ରୀପଦ

ନନ୍ଦିଘୋଷ ବ୍ୟୁରୋ: ଓଡିଶା ହାଇକୋର୍ଟ ବିଚାରପତି ଭାବେ ଆଜି ଶପଥ ଗ୍ରହଣ କରିବେ ଜଷ୍ଟିସ ଦିକ୍ଷିତ କ୍ରୀଷ୍ଣା ଶ୍ରୀପଦ। ହାଇକୋର୍ଟ ନୂଆ କନଫରେନ୍ସ ହଲରେ ପୂର୍ବାହ୍ନ ୧୦ଟାରେ ଶପଥପାଠ ଉତ୍ସବ ଅନୁଷ୍ଠିତ ହେବ। ମୁଖ୍ୟ ବିଚାରପତି ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ପୂର୍ବରୁ ଜଷ୍ଟିସ କ୍ରୀଷ୍ଣା ଶ୍ରୀପଦ କର୍ଣ୍ଣାଟକ ହାଇକୋର୍ଟର ବିଚାରପତି ଭାବେ ଦାୟିତ୍ବ ତୁଲାଉଥିଲେ। ଏହି ଉତ୍ସବରେ ହାଇକୋର୍ଟର ବିଚାରପତି ବୃନ୍ଦ, ଅଧିକାରୀ, ଆଡଭୋକେଟ ମାନେ ଯୋଗ ଦେବେ।

The post ଓଡିଶା ହାଇକୋର୍ଟ ବିଚାରପତି ଭାବେ ଆଜି ଶପଥ ଗ୍ରହଣ କରିବେ ଜଷ୍ଟିସ ଦିକ୍ଷିତ କ୍ରୀଷ୍ଣା ଶ୍ରୀପଦ appeared first on .