ଓଡିଶାର ମର୍ଯ୍ୟାଦାକୁ ପ୍ରତିଷ୍ଠିତ କରିବ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଗତ ଛଅ, ସାତ ମାସ ମଧ୍ୟରେ ଆମ ସରକାର ଲୋକଙ୍କୁ ଯାହା ପ୍ରତିଶ୍ରୁତି ଦେଇଥିଲା ତାହା ପ୍ରାୟତଃ ପୂରଣ ହୋଇଛି। ଆଗାମୀ ଦିନମାନଙ୍କରେ ଅନେକ ଆହ୍ୱାନ ରହିଛି ଓ ସୁଯୋଗ ମଧ୍ୟ ରହିଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି। ସାମୁହିକ ଦାୟିତ୍ୱ ନେଇ ସବୁ ଆହ୍ୱାନର ମୁକାବିଲା କରିପାରିଲେ ସମସ୍ତ କାର୍ଯ୍ୟ ସଫଳତାର ସହ କରାଯାଇ ପାରିବ। ପ୍ରବାସୀ ଭାରତୀୟ ଦିବସ ପାଳନ କାର୍ଯ୍ୟକ୍ରମକୁ ସଫଳତାର ସହ ଆୟୋଜନ କରି ଅନ୍ତର୍ଜାତୀୟସ୍ତରରେ ଓଡ଼ିଶାର ମର୍ଯ୍ୟାଦାକୁ ପ୍ରତିଷ୍ଠିତ […]

ଓଡିଶାର ମର୍ଯ୍ୟାଦାକୁ ପ୍ରତିଷ୍ଠିତ କରିବ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଗତ ଛଅ, ସାତ ମାସ ମଧ୍ୟରେ ଆମ ସରକାର ଲୋକଙ୍କୁ ଯାହା ପ୍ରତିଶ୍ରୁତି ଦେଇଥିଲା ତାହା ପ୍ରାୟତଃ ପୂରଣ ହୋଇଛି। ଆଗାମୀ ଦିନମାନଙ୍କରେ ଅନେକ ଆହ୍ୱାନ ରହିଛି ଓ ସୁଯୋଗ ମଧ୍ୟ ରହିଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି। ସାମୁହିକ ଦାୟିତ୍ୱ ନେଇ ସବୁ ଆହ୍ୱାନର ମୁକାବିଲା କରିପାରିଲେ ସମସ୍ତ କାର୍ଯ୍ୟ ସଫଳତାର ସହ କରାଯାଇ ପାରିବ। ପ୍ରବାସୀ ଭାରତୀୟ ଦିବସ ପାଳନ କାର୍ଯ୍ୟକ୍ରମକୁ ସଫଳତାର ସହ ଆୟୋଜନ କରି ଅନ୍ତର୍ଜାତୀୟସ୍ତରରେ ଓଡ଼ିଶାର ମର୍ଯ୍ୟାଦାକୁ ପ୍ରତିଷ୍ଠିତ କରିବା ପାଇଁ ସମସ୍ତେ ମିଳିମିଶି କାମ କରିବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି।