ଓପିଏସସି ପରିଚାଳିତ ପରୀକ୍ଷା ପ୍ରଶ୍ନପତ୍ରରେ ପୁଣି ତ୍ରୁଟି

ଭୁବନେଶ୍ବର: ଓପିଏସସି ପରିଚାଳିତ ପରୀକ୍ଷା ପ୍ରଶ୍ନପତ୍ରରେ ପୁଣି ତ୍ରୁଟି । ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପାଇଁ ପରୀକ୍ଷା ଚାଲିଥିବା ବେଳେ ପ୍ରଶ୍ନ ପତ୍ରରେ ତ୍ରୁଟି ବାହାରିଛି । ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପାଇଁ ପରୀକ୍ଷାରେ ୧୦୦ ମାର୍କ ପ୍ରଶ୍ନ ବଦଳରେ ୯୪ ମାର୍କର ପ୍ରଶ୍ନ  ରହିଥିବା ଅଭିଯୋଗ । ତେବେ ବର୍ତ୍ତମାନ ଓପିଏସସି ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପାଇଁ ପରୀକ୍ଷା ଚାଲିଛି । ବିଭିନ୍ନ ସିଫ୍ଟରେ ଭାଷା ଏବଂ ସାମ୍ବାଦିକତା […]

ଓପିଏସସି ପରିଚାଳିତ ପରୀକ୍ଷା ପ୍ରଶ୍ନପତ୍ରରେ ପୁଣି ତ୍ରୁଟି

ଭୁବନେଶ୍ବର: ଓପିଏସସି ପରିଚାଳିତ ପରୀକ୍ଷା ପ୍ରଶ୍ନପତ୍ରରେ ପୁଣି ତ୍ରୁଟି । ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପାଇଁ ପରୀକ୍ଷା ଚାଲିଥିବା ବେଳେ ପ୍ରଶ୍ନ ପତ୍ରରେ ତ୍ରୁଟି ବାହାରିଛି । ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପାଇଁ ପରୀକ୍ଷାରେ ୧୦୦ ମାର୍କ ପ୍ରଶ୍ନ ବଦଳରେ ୯୪ ମାର୍କର ପ୍ରଶ୍ନ  ରହିଥିବା ଅଭିଯୋଗ ।