ଓଲଟିଲା ସରକାରୀ (OSRTC) ବସ୍, ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅନୁଗୋଳ ଜିଲା ପାଲଲହଡ଼ା ବସ୍‌ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉକ୍ତ ଘଟଣାରେ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି।

vdvfdf