ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍, କୋରାପୁଟ-ସୁନାବେଡ଼ା ଜାତୀୟ ରାଜପଥରେ ଗାଡ଼ି ଚଳାଚଳ ବନ୍ଦ
କୋରାପୁଟ/ଡୁମୁରିପୁଟ,୧୯ା୭(ଅମିତାଭ ବେହେରା/ସନ୍ତୋଷ ପାତ୍ର): ଶୁକ୍ରବାର ସକାଳେ ବିଶାଖାପାଟଣାରୁ କୋରାପୁଟ ଆସୁଥିବା ଏକ ସିମେଣ୍ଟ ବୋଝଇ ଟ୍ରକ୍ ଭାରସାମ୍ୟ ହରାଇ ଡୁମୁରିପୁଟ ନିକଟ ୨୬ ନଂ ଜାତୀୟ ରାଜପଥ ଉପରେ ଓଲଟି ପଡ଼ିଛି। ଫଳରେ କୋରାପୁଟ – ସୁନାବେଡ଼ା ମଧ୍ୟରେ ଗାଡ଼ି ଚଳାଚଳ ପ୍ରାୟ ଘଣ୍ଟାଏ ଧରି ବନ୍ଦ ରହିଛି। ଘଟଣାସ୍ଥଳରେ ଉଭୟ କୋରାପୁଟ ଓ ଡୁମୁରିପୁଟ ପୋଲିସ ପହଞ୍ଚି ରାସ୍ତା ଅବରୋଧ ହଟାଇବାକୁ ଉଦ୍ୟମ ଚଳାଇଛନ୍ତି। The post ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍, କୋରାପୁଟ-ସୁନାବେଡ଼ା ଜାତୀୟ ରାଜପଥରେ ଗାଡ଼ି ଚଳାଚଳ ବନ୍ଦ appeared first on Dharitri Odia News.
କୋରାପୁଟ/ଡୁମୁରିପୁଟ,୧୯ା୭(ଅମିତାଭ ବେହେରା/ସନ୍ତୋଷ ପାତ୍ର): ଶୁକ୍ରବାର ସକାଳେ ବିଶାଖାପାଟଣାରୁ କୋରାପୁଟ ଆସୁଥିବା ଏକ ସିମେଣ୍ଟ ବୋଝଇ ଟ୍ରକ୍ ଭାରସାମ୍ୟ ହରାଇ ଡୁମୁରିପୁଟ ନିକଟ ୨୬ ନଂ ଜାତୀୟ ରାଜପଥ ଉପରେ ଓଲଟି ପଡ଼ିଛି। ଫଳରେ କୋରାପୁଟ – ସୁନାବେଡ଼ା ମଧ୍ୟରେ ଗାଡ଼ି ଚଳାଚଳ ପ୍ରାୟ ଘଣ୍ଟାଏ ଧରି ବନ୍ଦ ରହିଛି। ଘଟଣାସ୍ଥଳରେ ଉଭୟ କୋରାପୁଟ ଓ ଡୁମୁରିପୁଟ ପୋଲିସ ପହଞ୍ଚି ରାସ୍ତା ଅବରୋଧ ହଟାଇବାକୁ ଉଦ୍ୟମ ଚଳାଇଛନ୍ତି।
The post ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍, କୋରାପୁଟ-ସୁନାବେଡ଼ା ଜାତୀୟ ରାଜପଥରେ ଗାଡ଼ି ଚଳାଚଳ ବନ୍ଦ appeared first on Dharitri Odia News.