ଓସ୍କାର ବିଜୟିନୀ ଅଭିନେତ୍ରୀ ମାଗି ସ୍ମିଥ୍‌ଙ୍କ ପରଲୋକ

ଲଣ୍ଡନ,୨୮ା୯: ଓସ୍କାର ବିଜୟିନୀ ଅଭିନେତ୍ରୀ ମାଗି ସ୍ମିଥ୍‌ଙ୍କର ଶୁକ୍ରବାର ସକାଳେ ଲଣ୍ଡନର ଏକ ହସ୍ପିଟାଲରେ ପରଲୋକ ହୋଇଯାଇଛି। ତାଙ୍କୁ ୮୯ ବର୍ଷ ହୋଇଥିଲା। ହାରି ପୋଟ୍ଟର ଫିଲ୍ମ ସିରିଜ୍‌ରେ ସେ ପ୍ରଫେସର ମାକ୍‌ଗୋନାଗାଲ ଭୂମିକାରେ ଅଭିନୟ କରିଥିଲେ। ‘ଦି ପ୍ରାଇମ୍‌ ଅଫ୍‌ ମିସ୍‌ ଜିନ୍‌ ବ୍ରୋଡି’ ଚଳଚ୍ଚିତ୍ର ପାଇଁ ୧୯୬୯ରେ ସେ ଶ୍ରେଷ୍ଠ ଅଭିନେତ୍ରୀ ଭାବେ ଓସ୍କାର ପୁରସ୍କାର ପାଇଥିଲେ। The post ଓସ୍କାର ବିଜୟିନୀ ଅଭିନେତ୍ରୀ ମାଗି ସ୍ମିଥ୍‌ଙ୍କ ପରଲୋକ appeared first on Dharitri Odia News.

ଓସ୍କାର ବିଜୟିନୀ ଅଭିନେତ୍ରୀ ମାଗି ସ୍ମିଥ୍‌ଙ୍କ ପରଲୋକ

ଲଣ୍ଡନ,୨୮ା୯: ଓସ୍କାର ବିଜୟିନୀ ଅଭିନେତ୍ରୀ ମାଗି ସ୍ମିଥ୍‌ଙ୍କର ଶୁକ୍ରବାର ସକାଳେ ଲଣ୍ଡନର ଏକ ହସ୍ପିଟାଲରେ ପରଲୋକ ହୋଇଯାଇଛି। ତାଙ୍କୁ ୮୯ ବର୍ଷ ହୋଇଥିଲା। ହାରି ପୋଟ୍ଟର ଫିଲ୍ମ ସିରିଜ୍‌ରେ ସେ ପ୍ରଫେସର ମାକ୍‌ଗୋନାଗାଲ ଭୂମିକାରେ ଅଭିନୟ କରିଥିଲେ। ‘ଦି ପ୍ରାଇମ୍‌ ଅଫ୍‌ ମିସ୍‌ ଜିନ୍‌ ବ୍ରୋଡି’ ଚଳଚ୍ଚିତ୍ର ପାଇଁ ୧୯୬୯ରେ ସେ ଶ୍ରେଷ୍ଠ ଅଭିନେତ୍ରୀ ଭାବେ ଓସ୍କାର ପୁରସ୍କାର ପାଇଥିଲେ।

The post ଓସ୍କାର ବିଜୟିନୀ ଅଭିନେତ୍ରୀ ମାଗି ସ୍ମିଥ୍‌ଙ୍କ ପରଲୋକ appeared first on Dharitri Odia News.