ଓଡ଼ିଶା: ଆଜିର ଫଟୋ ( ମାର୍ଚ୍ଚ ୫, ୨୦୨୪ )
ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ବିଦ୍ୟା କନକ ସୃଜନୁଷ୍ଠାନ ପକ୍ଷରୁ ପରିବେଷିତ ନାଟକ, ‘ମାଉସି ମା’ କଟକ ଆନନ୍ଦ ଭବନ ନିକଟରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ଭେଟେରାନ ସ୍ପୋର୍ଟ୍ସ ପରସନ ଆସୋସିଏସନ ପକ୍ଷରୁ ଅନୁଷ୍ଠିତ ଗଣ ଦୌଡରେ ଭାଗ ନେଇଥିବା ଛାତ୍ରୀଛାତ୍ରମାନେ ପୁରୀରେ ଆସନ୍ତା ନିର୍ବାଚନକୁ ଦୃଷ୍ଟିରେ ରଖି ରାଆଏଫ ପକ୍ଷରୁ ଫ୍ଲାଗ ମାର୍ଚ୍ଚ କରାଯାଉଛି The post ଓଡ଼ିଶା: ଆଜିର ଫଟୋ ( ମାର୍ଚ୍ଚ ୫, ୨୦୨୪ ) appeared first on Dharitri Odia News.
ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ବିଦ୍ୟା କନକ ସୃଜନୁଷ୍ଠାନ ପକ୍ଷରୁ ପରିବେଷିତ ନାଟକ, ‘ମାଉସି ମା’
କଟକ ଆନନ୍ଦ ଭବନ ନିକଟରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ଭେଟେରାନ ସ୍ପୋର୍ଟ୍ସ ପରସନ ଆସୋସିଏସନ ପକ୍ଷରୁ ଅନୁଷ୍ଠିତ ଗଣ ଦୌଡରେ ଭାଗ ନେଇଥିବା ଛାତ୍ରୀଛାତ୍ରମାନେ


ପୁରୀରେ ଆସନ୍ତା ନିର୍ବାଚନକୁ ଦୃଷ୍ଟିରେ ରଖି ରାଆଏଫ ପକ୍ଷରୁ ଫ୍ଲାଗ ମାର୍ଚ୍ଚ କରାଯାଉଛି
The post ଓଡ଼ିଶା: ଆଜିର ଫଟୋ ( ମାର୍ଚ୍ଚ ୫, ୨୦୨୪ ) appeared first on Dharitri Odia News.