ଓଡ଼ିଶା: ଆଜିର ଫଟୋ (୧୮ ଏପ୍ରିଲ, ୨୦୨୪)

ଖରାକୁ ନାହିଁ ଖାତିର: ଭୁବନେଶ୍ୱରରେ ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହେଉଥିବା ସତ୍ତ୍ୱେ ଖରାବେଳେ ମୁଣ୍ଡରେ ପଗଡ଼ି ବାନ୍ଧି ସାଇକେଲରେ ଯାଉଛନ୍ତି ଜଣେ ବୟସ୍କ ବ୍ୟକ୍ତି ସରକାରୀ ନିର୍ଦ୍ଦେଶକୁ ଅବମାନନା କରି ଭୁବନେଶ୍ୱରସ୍ଥିତ ପଳାସପଲ୍ଲୀ ଅଞ୍ଚଳରେ ପ୍ରବଳ ଖରାରେ କାମ କରୁଛନ୍ତି ଦିନ ମଜୁରିଆ କଟକସ୍ଥିତ ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲ ପରିସରରେ ଥିବା ପୁରୁଣା ଅଡିଟୋରିଅମ ହଲରେ ‘ବିଶ୍ୱ ହେମୋଫିଲିଆ ଦିବସ’ ପାଳିତ The post ଓଡ଼ିଶା: ଆଜିର ଫଟୋ (୧୮ ଏପ୍ରିଲ, ୨୦୨୪) appeared first on Dharitri Odia News.

ଓଡ଼ିଶା: ଆଜିର ଫଟୋ (୧୮ ଏପ୍ରିଲ, ୨୦୨୪)

ଖରାକୁ ନାହିଁ ଖାତିର: ଭୁବନେଶ୍ୱରରେ ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହେଉଥିବା ସତ୍ତ୍ୱେ ଖରାବେଳେ ମୁଣ୍ଡରେ ପଗଡ଼ି ବାନ୍ଧି ସାଇକେଲରେ ଯାଉଛନ୍ତି ଜଣେ ବୟସ୍କ ବ୍ୟକ୍ତି

ସରକାରୀ ନିର୍ଦ୍ଦେଶକୁ ଅବମାନନା କରି ଭୁବନେଶ୍ୱରସ୍ଥିତ ପଳାସପଲ୍ଲୀ ଅଞ୍ଚଳରେ ପ୍ରବଳ ଖରାରେ କାମ କରୁଛନ୍ତି ଦିନ ମଜୁରିଆ

କଟକସ୍ଥିତ ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲ ପରିସରରେ ଥିବା ପୁରୁଣା ଅଡିଟୋରିଅମ ହଲରେ ‘ବିଶ୍ୱ ହେମୋଫିଲିଆ ଦିବସ’ ପାଳିତ

The post ଓଡ଼ିଶା: ଆଜିର ଫଟୋ (୧୮ ଏପ୍ରିଲ, ୨୦୨୪) appeared first on Dharitri Odia News.