ଓଡ଼ିଶା ଉପରେ ବିଜେପି ଶୀର୍ଷ ନେତୃତ୍ବଙ୍କ ଫୋକସ
ଭାରତୀୟ ଜନତା ପାର୍ଟିର ଫୋକସ୍ ଓଡ଼ିଶା। ରାଜ୍ୟରେ କ୍ଷମତାରେ ଥିବା ବିଜୁ ଜନତା ଦଳକୁ ଘେରିବାକୁ ବିଜେପିର କେନ୍ଦ୍ରୀୟଙ୍କ ନେତୃତ୍ବଙ୍କ ବିସ୍ତୃତ ରୋଡ୍ ମ୍ୟାପ୍। ୨୪ ମହାସମରରେ ବିଜେଡିକୁ କଡ଼ା ଟକ୍କର ଦେବାକୁ ଓଡ଼ିଶାରେ ଏବେ ଜଣକ ପରେ ଜଣେ ପଦ୍ମ ଦଳର ତୁଙ୍ଗ ନେତାଙ୍କ ଉପସ୍ଥିତି।