ଓଡ଼ିଶାର ଅବଶିଷ୍ଟ ୩ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି

ଓଡ଼ିଶାର  ଅବଶିଷ୍ଟ ୩ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । କଟକ ଆସନରୁ ଭର୍ତ୍ତୃହରି ମହତାବଙ୍କୁ ପ୍ରାର୍ଥୀ କରିଛି ବିଜେପି । ସେହିପରି କନ୍ଧମାଳ ଆସନରୁ ସୁକାନ୍ତ କୁମାର ପାଣିଗ୍ରାହୀ ଓ ଯାଜପୁର ଆସନ ପାଇଁ ଡା. ରବୀନ୍ଦ୍ର ନାରାୟଣ ବେହେରାଙ୍କୁ ପ୍ରାର୍ଥୀ କରିଛି ବିଜେପି । ପୂର୍ବରୁ ୧୮ଟି ଲୋକସଭା ଆସନ ପାଇଁ ସାଂସଦ ପ୍ରାର୍ଥୀ ଘୋଷଣା କରିସାରିଛି ବିଜେପି । The post ଓଡ଼ିଶାର ଅବଶିଷ୍ଟ ୩ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି appeared first on KNews Odisha.

ଓଡ଼ିଶାର ଅବଶିଷ୍ଟ ୩ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି
bjp

ଓଡ଼ିଶାର  ଅବଶିଷ୍ଟ ୩ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । କଟକ ଆସନରୁ ଭର୍ତ୍ତୃହରି ମହତାବଙ୍କୁ ପ୍ରାର୍ଥୀ କରିଛି ବିଜେପି । ସେହିପରି କନ୍ଧମାଳ ଆସନରୁ ସୁକାନ୍ତ କୁମାର ପାଣିଗ୍ରାହୀ ଓ ଯାଜପୁର ଆସନ ପାଇଁ ଡା. ରବୀନ୍ଦ୍ର ନାରାୟଣ ବେହେରାଙ୍କୁ ପ୍ରାର୍ଥୀ କରିଛି ବିଜେପି । ପୂର୍ବରୁ ୧୮ଟି ଲୋକସଭା ଆସନ ପାଇଁ ସାଂସଦ ପ୍ରାର୍ଥୀ ଘୋଷଣା କରିସାରିଛି ବିଜେପି ।

The post ଓଡ଼ିଶାର ଅବଶିଷ୍ଟ ୩ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି appeared first on KNews Odisha.