‘ଓଡ଼ିଶାର ପୂରା ବ୍ୟବସ୍ଥାକୁ ବନ୍ଧକ ରଖିଛି ଏକ ନିର୍ଦ୍ଦିଷ୍ଟ ଗୋଷ୍ଠୀ’
ଓଡ଼ିଶାର ଭାଗ୍ୟ ବଦଳିବାକୁ ଯାଉଛି। ରାଜ୍ୟରେ ସରକାର ପରିବର୍ତ୍ତନ ହେବାକୁ ଯାଉଛି। ଓଡ଼ିଶା ପ୍ରସଙ୍ଗରେ ଏଭଳି ଦମ୍ଭୋକ୍ତି ପ୍ରକାଶ କରିବା ସହିତ, ଓଡ଼ିଶାର ସ୍ବାର୍ଥ ପାଇଁ ନବୀନଙ୍କ ସହ ସଂପର୍କକୁ ବଳି ଚଢ଼ାଇବାକୁ ପଡ଼ିଲେ ଚଢ଼ାଇବି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି।