ଓଡ଼ିଶାରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୫.୧ ରେକର୍ଡ

ଭୁବନେଶ୍ୱର : ଓଡ଼ିଶାରେ ଭୂକମ୍ପ ଝଟକା । ରାଜ୍ୟର ବିଭିନ୍ନ ସ୍ଥାନରେ ଭୂକମ୍ପର ପ୍ରଭାବ ଅନୁଭୂତ ହୋଇଛି । ଉପକୂଳ ଓଡ଼ିଶା ସମେତ କୋଲକାତାରେ ପ୍ରଭାବ ଅନୁଭୂତ ହୋଇଛି । ସକାଳ ୬ଟା ୧୦ମିନିଟରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି । ୨ରୁ ୩ ସେକେଣ୍ଡ ଯାଏଁ ପ୍ରଭାବ ଅନୁଭୂତ ହୋଇଥିଲା । ବଙ୍ଗୋପାସାଗରରେ ରହିଥିଲା ଭୂମିକମ୍ପର କେନ୍ଦ୍ରସ୍ଥଳ । ଓଡ଼ିଶାର ପୂର୍ବ ଉପକୂଳର ୯୧ କିମି ସମୁଦ୍ର ଭିତରେ କେନ୍ଦ୍ରସ୍ଥଳ ରହିଛି। ରିକ୍ଟର ସ୍କେଲରେ ଏହାର […] The post ଓଡ଼ିଶାରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୫.୧ ରେକର୍ଡ appeared first on KNews Odisha.

ଓଡ଼ିଶାରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୫.୧ ରେକର୍ଡ
earthquakes

ଭୁବନେଶ୍ୱର : ଓଡ଼ିଶାରେ ଭୂକମ୍ପ ଝଟକା । ରାଜ୍ୟର ବିଭିନ୍ନ ସ୍ଥାନରେ ଭୂକମ୍ପର ପ୍ରଭାବ ଅନୁଭୂତ ହୋଇଛି । ଉପକୂଳ ଓଡ଼ିଶା ସମେତ କୋଲକାତାରେ ପ୍ରଭାବ ଅନୁଭୂତ ହୋଇଛି । ସକାଳ ୬ଟା ୧୦ମିନିଟରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି । ୨ରୁ ୩ ସେକେଣ୍ଡ ଯାଏଁ ପ୍ରଭାବ ଅନୁଭୂତ ହୋଇଥିଲା । ବଙ୍ଗୋପାସାଗରରେ ରହିଥିଲା ଭୂମିକମ୍ପର କେନ୍ଦ୍ରସ୍ଥଳ । ଓଡ଼ିଶାର ପୂର୍ବ ଉପକୂଳର ୯୧ କିମି ସମୁଦ୍ର ଭିତରେ କେନ୍ଦ୍ରସ୍ଥଳ ରହିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୫.୧ । ତେବେ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ ।

 

 

ଆହୁରି ପଢ଼ନ୍ତୁ : କଟକ ଏସସିବି ମେଡିକାଲରେ ଶିଶୁ ବଦଳ ଅଭିଯୋଗ, ଧାରଣାରେ ବସିଲେ ପରିବାର ଲୋକ

The post ଓଡ଼ିଶାରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୫.୧ ରେକର୍ଡ appeared first on KNews Odisha.