କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଭେଟିଲେ ରିଜିଜୁ

ନୂଆଦିଲ୍ଲୀ,୧୬ା୬:ନୂଆ ଲୋକ ସଭାର ପ୍ରଥମ ଅଧିବେଶନ ଆରମ୍ଭ ହେବାର ସପ୍ତାହେ ପୂର୍ବରୁ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ୍‌ ରିଜିଜୁ ରବିବାର କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ତାଙ୍କ ୧୦ ରାଜାଜୀ ମାର୍ଗ ବାସଭବନରେ ସୌଜନ୍ୟମୂଳକ ସାକ୍ଷାତ୍‌ କରିଛନ୍ତି। ସଂଖ୍ୟାବଳକୁ ନେଇ ସରକାର କିମ୍ବା ବିରୋଧୀ ପରସ୍ପରକୁ ଟାଣିବା ଆବଶ୍ୟକ ନାହିଁ। ପାର୍ଲାମେଣ୍ଟର ସୁପରିଚାଳନା ପାଇଁ ରିଜିଜୁ ପ୍ରତ୍ୟେକଙ୍କୁ ଭେଟିବେ ବୋଲି କହିଛନ୍ତି। ଆସନ୍ତା ୨୪ରୁ ଲୋକ ସଭାର ସ୍ବତନ୍ତ୍ର ଅଧିବେଶନ ଆରମ୍ଭ ହେଉଥିବା ବେଳେ ୨୭ରେ ରାଷ୍ଟ୍ରପତି […] The post କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଭେଟିଲେ ରିଜିଜୁ appeared first on Dharitri Odia News.

କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଭେଟିଲେ ରିଜିଜୁ

ନୂଆଦିଲ୍ଲୀ,୧୬ା୬:ନୂଆ ଲୋକ ସଭାର ପ୍ରଥମ ଅଧିବେଶନ ଆରମ୍ଭ ହେବାର ସପ୍ତାହେ ପୂର୍ବରୁ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ୍‌ ରିଜିଜୁ ରବିବାର କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ତାଙ୍କ ୧୦ ରାଜାଜୀ ମାର୍ଗ ବାସଭବନରେ ସୌଜନ୍ୟମୂଳକ ସାକ୍ଷାତ୍‌ କରିଛନ୍ତି। ସଂଖ୍ୟାବଳକୁ ନେଇ ସରକାର କିମ୍ବା ବିରୋଧୀ ପରସ୍ପରକୁ ଟାଣିବା ଆବଶ୍ୟକ ନାହିଁ। ପାର୍ଲାମେଣ୍ଟର ସୁପରିଚାଳନା ପାଇଁ ରିଜିଜୁ ପ୍ରତ୍ୟେକଙ୍କୁ ଭେଟିବେ ବୋଲି କହିଛନ୍ତି। ଆସନ୍ତା ୨୪ରୁ ଲୋକ ସଭାର ସ୍ବତନ୍ତ୍ର ଅଧିବେଶନ ଆରମ୍ଭ ହେଉଥିବା ବେଳେ ୨୭ରେ ରାଷ୍ଟ୍ରପତି ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧନ କରିବେ।

The post କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଭେଟିଲେ ରିଜିଜୁ appeared first on Dharitri Odia News.