କଂଗ୍ରେସ ଛାଡ଼ିଲେ ଦୁଲାଲ
ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର ଇସ୍ତଫାପତ୍ରକୁ ଏଆଇସିସି ସଭାପତି ମଲ୍ଲିକାର୍ଜ୍ଜୁନ ଖାର୍ଗେଙ୍କ ନିକଟକୁ ପଠାଇ ଦେଇଛନ୍ତି। ସୂଚନାଯୋଗ୍ୟ, ଦୁଲାଲଙ୍କୁ ସମ୍ବଲପୁର ଲୋକ ସଭା ପାଇଁ ପ୍ରାର୍ଥୀ କରିଥିଲା କଂଗ୍ରେସ। ତାଙ୍କ ଟିକେଟ୍ କାଲି କାଟି ତାଙ୍କ ବଦଳରେ ନଗେନ୍ଦ୍ର ପ୍ରଧାନଙ୍କୁ ଦଳ ପ୍ରାର୍ଥୀ କରିଛି। The post କଂଗ୍ରେସ ଛାଡ଼ିଲେ ଦୁଲାଲ appeared first on Dharitri Odia News.
ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର ଇସ୍ତଫାପତ୍ରକୁ ଏଆଇସିସି ସଭାପତି ମଲ୍ଲିକାର୍ଜ୍ଜୁନ ଖାର୍ଗେଙ୍କ ନିକଟକୁ ପଠାଇ ଦେଇଛନ୍ତି।
ସୂଚନାଯୋଗ୍ୟ, ଦୁଲାଲଙ୍କୁ ସମ୍ବଲପୁର ଲୋକ ସଭା ପାଇଁ ପ୍ରାର୍ଥୀ କରିଥିଲା କଂଗ୍ରେସ। ତାଙ୍କ ଟିକେଟ୍ କାଲି କାଟି ତାଙ୍କ ବଦଳରେ ନଗେନ୍ଦ୍ର ପ୍ରଧାନଙ୍କୁ ଦଳ ପ୍ରାର୍ଥୀ କରିଛି।
The post କଂଗ୍ରେସ ଛାଡ଼ିଲେ ଦୁଲାଲ appeared first on Dharitri Odia News.