କଂଗ୍ରେସ ଛାଡିଲେ ଚିତ୍ତରଞ୍ଜନ, ନେଲେ ବଡ଼ ନିଷ୍ପତ୍ତି
ନୀଳଗିରି,୭।୫: କଂଗ୍ରେସ ଛାଡିଲେ ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ନିର୍ବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ ଆଣି ଦଳ ଛାଡିଛନ୍ତି। ଦଳ ଛାଡିବା ପରେ ବାଲେଶ୍ୱରରେ ଏମପି ପ୍ରାର୍ଥୀ ଭାବେ ନିର୍ବାଚନ ଲଢିବାକୁ ଘୋଷଣା କରିଛନ୍ତି। କହିରଖୁଛୁ କି, ୧୯୯୦ରେ ସ୍ବାଧୀନ ଭାବେ ନିର୍ବାଚନ ଲଢି ବିଧାୟକ ନିର୍ବାଚିତ ହୋଇଥିଲେ। ୨୦୧୫ରେ କଂଗ୍ରେସରେ ସାମିଲ ହୋଇଥିଲେ। The post କଂଗ୍ରେସ ଛାଡିଲେ ଚିତ୍ତରଞ୍ଜନ, ନେଲେ ବଡ଼ ନିଷ୍ପତ୍ତି appeared first on Dharitri Odia News.
ନୀଳଗିରି,୭।୫: କଂଗ୍ରେସ ଛାଡିଲେ ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ନିର୍ବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ ଆଣି ଦଳ ଛାଡିଛନ୍ତି। ଦଳ ଛାଡିବା ପରେ ବାଲେଶ୍ୱରରେ ଏମପି ପ୍ରାର୍ଥୀ ଭାବେ ନିର୍ବାଚନ ଲଢିବାକୁ ଘୋଷଣା କରିଛନ୍ତି।
କହିରଖୁଛୁ କି, ୧୯୯୦ରେ ସ୍ବାଧୀନ ଭାବେ ନିର୍ବାଚନ ଲଢି ବିଧାୟକ ନିର୍ବାଚିତ ହୋଇଥିଲେ। ୨୦୧୫ରେ କଂଗ୍ରେସରେ ସାମିଲ ହୋଇଥିଲେ।
The post କଂଗ୍ରେସ ଛାଡିଲେ ଚିତ୍ତରଞ୍ଜନ, ନେଲେ ବଡ଼ ନିଷ୍ପତ୍ତି appeared first on Dharitri Odia News.