କଂଗ୍ରେସ ପ୍ରାର୍ଥୀ ପ୍ରତିଭା ଭରିଲେ ନାମାଙ୍କନ
କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ପ୍ରତିଭା ମଞ୍ଜରୀ ନାୟକ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେ ନିଜ ସମର୍ଥନ, ଦଳୀୟ କର୍ମୀ ନେତାଙ୍କ ସହ ଏକ ଶୋଭାଯାତ୍ରାରେ ଆସି କେନ୍ଦୁଝର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ପରେ ସେ ଉପଜିଲାପାଙ୍କ ନିକଟରେ ନାମାଙ୍କନ ଦାଖଲ କରିଥିଲେ। ଏହି ଅବସରରେ ତାଙ୍କ ସହିତ ତାଙ୍କ ସ୍ବାମୀ ପୂର୍ବତନ ବିଧାୟକ ସୁବର୍ଣ୍ଣ ନାୟକ ମଧ୍ୟ ଉପସ୍ଥିତ ରହିଥିଲେ। ନିର୍ବାଚନ ମଣ୍ଡଳୀର ବିଭିନ୍ନ ସମସ୍ୟା ଏବଂ […] The post କଂଗ୍ରେସ ପ୍ରାର୍ଥୀ ପ୍ରତିଭା ଭରିଲେ ନାମାଙ୍କନ appeared first on Dharitri Odia News.
କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ପ୍ରତିଭା ମଞ୍ଜରୀ ନାୟକ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେ ନିଜ ସମର୍ଥନ, ଦଳୀୟ କର୍ମୀ ନେତାଙ୍କ ସହ ଏକ ଶୋଭାଯାତ୍ରାରେ ଆସି କେନ୍ଦୁଝର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ପରେ ସେ ଉପଜିଲାପାଙ୍କ ନିକଟରେ ନାମାଙ୍କନ ଦାଖଲ କରିଥିଲେ।
ଏହି ଅବସରରେ ତାଙ୍କ ସହିତ ତାଙ୍କ ସ୍ବାମୀ ପୂର୍ବତନ ବିଧାୟକ ସୁବର୍ଣ୍ଣ ନାୟକ ମଧ୍ୟ ଉପସ୍ଥିତ ରହିଥିଲେ। ନିର୍ବାଚନ ମଣ୍ଡଳୀର ବିଭିନ୍ନ ସମସ୍ୟା ଏବଂ ରାଜ୍ୟର ବିକାଶ ପାଇଁ ଲଢେଇ କଂଗ୍ରେସର ଗ୍ୟାରେଣ୍ଟିକୁ ନେଇ ଲୋକଙ୍କ ପାଖକୁ ଯିବେ ବୋଲି ପ୍ରତିଭା କହିଛନ୍ତି।
The post କଂଗ୍ରେସ ପ୍ରାର୍ଥୀ ପ୍ରତିଭା ଭରିଲେ ନାମାଙ୍କନ appeared first on Dharitri Odia News.