କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକାରେ ଓଡ଼ିଶା ନାହିଁ
ଭୁବନେଶ୍ୱର,୮।୩: ଆସନ୍ତା ଲୋକ ସଭା ନିର୍ବାଚନ ଲାଗି କଂଗ୍ରେସ ପକ୍ଷରୁ ଶୁକ୍ରବାର ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ୩୯ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଥିବା ବେଳେ ଓଡ଼ିଶାରୁ କେହି ନ ଥିବା ଦେଖାଯାଇଛି। ଦଳ ପକ୍ଷରୁ ଓଡ଼ିଶାର କୌଣସି ଲୋକ ସଭା ପାଇଁ ପ୍ରାର୍ଥୀ ଘୋଷଣା କରାଯାଇନାହିଁ। ପ୍ରକାଶ ଯେ, ଦଳ ପକ୍ଷରୁ ଘୋଷଣା କରାଯାଇଥିବା ୩୯ ଆସନରୁ କେରଳରୁ ସର୍ବାଧିକ ୧୫ଜଣ ରହିଛନ୍ତି। ସେହିଭଳି କର୍ନାଟକରୁ ୮, ଛତିଶଗଡ଼ରୁ ୬, ତେଲେଙ୍ଗାନାରୁ ୫, […] The post କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକାରେ ଓଡ଼ିଶା ନାହିଁ appeared first on Dharitri Odia News.
ଭୁବନେଶ୍ୱର,୮।୩: ଆସନ୍ତା ଲୋକ ସଭା ନିର୍ବାଚନ ଲାଗି କଂଗ୍ରେସ ପକ୍ଷରୁ ଶୁକ୍ରବାର ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ୩୯ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଥିବା ବେଳେ ଓଡ଼ିଶାରୁ କେହି ନ ଥିବା ଦେଖାଯାଇଛି। ଦଳ ପକ୍ଷରୁ ଓଡ଼ିଶାର କୌଣସି ଲୋକ ସଭା ପାଇଁ ପ୍ରାର୍ଥୀ ଘୋଷଣା କରାଯାଇନାହିଁ।
ପ୍ରକାଶ ଯେ, ଦଳ ପକ୍ଷରୁ ଘୋଷଣା କରାଯାଇଥିବା ୩୯ ଆସନରୁ କେରଳରୁ ସର୍ବାଧିକ ୧୫ଜଣ ରହିଛନ୍ତି। ସେହିଭଳି କର୍ନାଟକରୁ ୮, ଛତିଶଗଡ଼ରୁ ୬, ତେଲେଙ୍ଗାନାରୁ ୫, ମେଘାଳୟରୁ ୨, ନାଗାଲାଣ୍ଡ-ସିକିମ୍-ତ୍ରିପୁରାରୁ ଜଣେ ଲେଖାଏ ପ୍ରାର୍ଥୀ ରହିଛନ୍ତି।
The post କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକାରେ ଓଡ଼ିଶା ନାହିଁ appeared first on Dharitri Odia News.