କଂଗ୍ରେସର ହାତ ଧରିଲେ ଜଗନ ମୋହନ ରେଡ୍ଡୀଙ୍କ ଭଉଣୀ

ହାତ ଧରିଲେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ଭଉଣୀ।

କଂଗ୍ରେସର ହାତ ଧରିଲେ ଜଗନ ମୋହନ ରେଡ୍ଡୀଙ୍କ ଭଉଣୀ

ହାତ ଧରିଲେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ଭଉଣୀ। ୱାଇଏସ୍‌ଆର୍‌ ତେଲଙ୍ଗାନା ପାର୍ଟିର ପ୍ରତିଷ୍ଠାତା ତଥା ୱାଇଏସ୍‌ଆର୍‌ କଂଗ୍ରେସ ମୁଖ୍ୟ ଜଗନମୋହନ ରେଡ୍ଡୀଙ୍କ ଭଉଣୀ ଓ୍ୱାଇ ଏସ୍‌ ଶର୍ମିଲା ଆଜି କଂଗ୍ରେସରେ ମିଶିଛନ୍ତି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଓ ରାହୁଲ ଗାନ୍ଧିଙ୍କ ଉପସ୍ଥିତିରେ ସେ ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି।