କଂଗ୍ରେସର ୧୨ ବିଧାୟକ ବିଧାନସଭାରୁ ୭ ଦିନ ପାଇଁ ସସପେଣ୍ଡ୍

ବିଧାନସଭାରେ ରୀତିମତ ବିଶୃଙ୍ଖଳା ପାଇଁ ୧୨ କଂଗ୍ରେସ ବିଧାୟକ ନିଲମ୍ବିତ । ୭ଟି କାର୍ଯ୍ୟ ଦିବସ ଯାଏଁ ଗୃହକୁ ଆସିବା ଉପରେ ବାଚସ୍ପତିଙ୍କ କଟକଣା ।

କଂଗ୍ରେସର ୧୨ ବିଧାୟକ ବିଧାନସଭାରୁ ୭ ଦିନ ପାଇଁ ସସପେଣ୍ଡ୍
Array