କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ

ଢେଙ୍କାନାଳ,୧୯।୨(ରତନ ନାୟର): କଂଗ୍ରେସ ଛାଡ଼ିଲେ ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ। ତାଙ୍କ ସହିତ ପୂର୍ବତନ ଜିଲା କଂଗ୍ରେସ ସଭାପତି ସରୋଜ ପଟ୍ଟନାୟକ, ଟାଉନ ସଭାପତି ହାଇଦର ମହମ୍ମଦ, ଓଡ଼ାପଡ଼ା ବ୍ଲକ ସଭାପତି ପ୍ରମୋଦ କୁମାର ନାୟକ, ସଦର ବ୍ଲକ୍ ସଭାପତି ଅଖିଳ ମୋହନ ଖୁଣ୍ଟିଆ ସୋମବାର ଇସ୍ତଫା ଦେଇଛନ୍ତି। ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଓ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ନିଜ ନିଜର ଇସ୍ତଫା ପତ୍ର ପଠାଇଥିବା ଖବରଦାତା ସମ୍ମିଳନୀ ରେ ସୂଚନା […] The post କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ appeared first on Dharitri Odia News.

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ

ଢେଙ୍କାନାଳ,୧୯।୨(ରତନ ନାୟର): କଂଗ୍ରେସ ଛାଡ଼ିଲେ ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ। ତାଙ୍କ ସହିତ ପୂର୍ବତନ ଜିଲା କଂଗ୍ରେସ ସଭାପତି ସରୋଜ ପଟ୍ଟନାୟକ, ଟାଉନ ସଭାପତି ହାଇଦର ମହମ୍ମଦ, ଓଡ଼ାପଡ଼ା ବ୍ଲକ ସଭାପତି ପ୍ରମୋଦ କୁମାର ନାୟକ, ସଦର ବ୍ଲକ୍ ସଭାପତି ଅଖିଳ ମୋହନ ଖୁଣ୍ଟିଆ ସୋମବାର ଇସ୍ତଫା ଦେଇଛନ୍ତି।

ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଓ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ନିଜ ନିଜର ଇସ୍ତଫା ପତ୍ର ପଠାଇଥିବା ଖବରଦାତା ସମ୍ମିଳନୀ ରେ ସୂଚନା ଦେଇଛନ୍ତି। ନବୀନ ଚନ୍ଦ୍ର ନାରାୟଣ ଦାସ ୧୯୯୫ ରୁ ୨୦୦୦ ପର୍ଯ୍ୟନ୍ତ ତତକାଳୀନ କଂଗ୍ରେସ ସରକାରରେ ପଞ୍ଚାୟତ ରାଜ, ବାଣିଜ୍ୟ ଓ ପରିବହନ ଏବଂ ଗଣଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଥିଲେ।

The post କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ appeared first on Dharitri Odia News.