କଂଗ୍ରେସରୁ ଇସ୍ତଫା ଦେଲେ ବାପି ସର୍ଖେଲ
ଭୁବନେଶ୍ୱର,୪ା୪: ଗୁରୁବାର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ପାରାଦୀପର ବାପି ସର୍ଖେଲ। ପିସିସି ସଭାପତିଙ୍କ ନିକଟକୁ ସେ ତାଙ୍କର ଇସ୍ତଫାପତ୍ର ପଠାଇଛନ୍ତି। କିଛିଦିନ ତଳେ ବାପିଙ୍କ ସ୍ତ୍ରୀ ମନିଦୀପା କଂଗ୍ରେସ ଛାଡ଼ି ବିଜେଡିରେ ମିଶିଥିବା ବେଳେ ଆଜି ବାପି କଂଗ୍ରେସ ଛାଡ଼ିଛନ୍ତି। ଯାହାକୁ ନେଇ ରାଜନୈତିକ ମହଲରେ ଖୁବ୍ ଚର୍ଚ୍ଚା ହେଉଛି। The post କଂଗ୍ରେସରୁ ଇସ୍ତଫା ଦେଲେ ବାପି ସର୍ଖେଲ appeared first on Dharitri Odia News.
ଭୁବନେଶ୍ୱର,୪ା୪: ଗୁରୁବାର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ପାରାଦୀପର ବାପି ସର୍ଖେଲ। ପିସିସି ସଭାପତିଙ୍କ ନିକଟକୁ ସେ ତାଙ୍କର ଇସ୍ତଫାପତ୍ର ପଠାଇଛନ୍ତି। କିଛିଦିନ ତଳେ ବାପିଙ୍କ ସ୍ତ୍ରୀ ମନିଦୀପା କଂଗ୍ରେସ ଛାଡ଼ି ବିଜେଡିରେ ମିଶିଥିବା ବେଳେ ଆଜି ବାପି କଂଗ୍ରେସ ଛାଡ଼ିଛନ୍ତି। ଯାହାକୁ ନେଇ ରାଜନୈତିକ ମହଲରେ ଖୁବ୍ ଚର୍ଚ୍ଚା ହେଉଛି।
The post କଂଗ୍ରେସରୁ ଇସ୍ତଫା ଦେଲେ ବାପି ସର୍ଖେଲ appeared first on Dharitri Odia News.