କଂଗ୍ରେସରୁ ନିଲମ୍ବିତ ହେଲେ ମାନସ ଚୌଧୁରୀ

ଭୁବନେଶ୍ବର : କଂଗ୍ରେସରୁ କଟକ ଜିଲ୍ଲା ସଭାପତି ମାନସ ଚୌଧୁରୀ ବହିଷ୍କୃତ ହୋଇଛନ୍ତି। ମାନସଙ୍କୁ ୬ ବର୍ଷ ପାଇଁ କଂଗ୍ରେସରୁ ବହିଷ୍କାର କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ଯୋଗୁ ପିସିସି ସଭାପତି ତାଙ୍କ ଉପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବା ସୂଚନା ମିଳିଛି।

କଂଗ୍ରେସରୁ ନିଲମ୍ବିତ ହେଲେ ମାନସ ଚୌଧୁରୀ
Cuttack District President Manas Choudhury has been expelled from the Congress

Screenshot 3