କଂଗ୍ରେସରେ ସାମିଲ ହେବେ ଜଗନ ମୋହନ ରେଡ୍ଡୀଙ୍କ ଭଉଣୀ

ଶର୍ମିଲା ହେଉଛନ୍ତି ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କ ଭଉଣୀ।

କଂଗ୍ରେସରେ ସାମିଲ ହେବେ ଜଗନ ମୋହନ ରେଡ୍ଡୀଙ୍କ ଭଉଣୀ

ୱାଇଏସ୍‌ଆର୍‌ ତେଲଙ୍ଗାନା ପାର୍ଟିର ପ୍ରତିଷ୍ଠାତା ତଥା ୱାଇଏସ୍‌ଆର୍‌ କଂଗ୍ରେସ ମୁଖ୍ୟ ଓ ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କ ଭଉଣୀ ୱାଇଏସ୍‌ ଶର୍ମିଲା ଚଳିତ ସପ୍ତାହରେ କଂଗ୍ରେସରେ ଯୋଗ ଦେବେ ବୋଲି ଜଣାପଡ଼ିଛି। ତେଲଙ୍ଗାନା ବିଧାନସଭା ନିର୍ବାଚନରେ କଂଗ୍ରେସକୁ ସଫଳତା ମିଳିବା ପରେ ଏହି ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି।