କଟକ ଜନନୀ ହସ୍ପିଟାଲରେ ତ୍ରୁଟିପୂର୍ଣ୍ଣ ଚିକିତ୍ସାର ଖୋଳତାଡ଼

ଚିକିତ୍ସା ଅବହେଳା ଓ ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଘଟଣାରେ ଖୋଳତାଡ଼ । ଆଜି କଟକ ଅତିରିକ୍ତ ଜିଲ୍ଲା ସ୍ବାସ୍ଥ୍ୟ ଅଧିକାରୀଙ୍କ ନେତୃତ୍ବରେ ଦୁଇ ଜଣିଆ ଟିମ ହସ୍ପିଟାଲରେ ପହଞ୍ଚି କାଗଜପତ୍ର ଯାଞ୍ଚ କରିଛନ୍ତି ।

କଟକ ଜନନୀ ହସ୍ପିଟାଲରେ ତ୍ରୁଟିପୂର୍ଣ୍ଣ ଚିକିତ୍ସାର ଖୋଳତାଡ଼
Array