କଟକ ସଦରରେ ଫୁଟିଲା ପଦ୍ମ
କଟକ,୪ା୬: କଟକ ସଦର ବିଧାନସଭା ଆସନରେ ଭାଜପା ପ୍ରାର୍ଥୀ ଇଂ ପ୍ରକାଶ ଚନ୍ଦ୍ର ସେଠୀ ବିଜୟ ଲାଭ କରିଛନ୍ତି। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ଚନ୍ଦ୍ରସାରଥୀ ବେହେରାଙ୍କୁ ପରାସ୍ତ କରିଛନ୍ତି। The post କଟକ ସଦରରେ ଫୁଟିଲା ପଦ୍ମ appeared first on Dharitri Odia News.
କଟକ,୪ା୬: କଟକ ସଦର ବିଧାନସଭା ଆସନରେ ଭାଜପା ପ୍ରାର୍ଥୀ ଇଂ ପ୍ରକାଶ ଚନ୍ଦ୍ର ସେଠୀ ବିଜୟ ଲାଭ କରିଛନ୍ତି। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ଚନ୍ଦ୍ରସାରଥୀ ବେହେରାଙ୍କୁ ପରାସ୍ତ କରିଛନ୍ତି।
The post କଟକ ସଦରରେ ଫୁଟିଲା ପଦ୍ମ appeared first on Dharitri Odia News.