କଟକରେ ଚାଞ୍ଚଲ୍ୟ: ମା’ଙ୍କ ଗଳାକାଟି ଦେଲେ ଦୁଇ ପୁଅ

କଟକ,୧୪।୯: କଟକ ଚାଉଳିଆଗଞ୍ଜ ଥାନା ଅଧୀନ ମହାନଦୀ ବିହାର ଅଞ୍ଚଳରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଅତି ନୃଶଂସ ଭାବେ ମା’ଙ୍କ ଗଳାକାଟି ହତ୍ୟା କରିଛନ୍ତି ଦୁଇ ଜହ୍ଲାଦ ପୁଅ। ମୃତଦେହ ରକ୍ତାକ୍ତ ଅବସ୍ଥାରେ ଘରେ ପଡ଼ି ରହିଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି। ଅନ୍ୟପକ୍ଷେ ଜଣେ ପୁଅ ଫେରାର୍‌ ହୋଇଯାଇଥିବା ବେଳେ ଅନ୍ୟ ଜଣେ ଅଭିଯୁକ୍ତ ପୁଅଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଛି। ଏହି ଘଟଣା ଅଞ୍ଚଳରେ […] The post କଟକରେ ଚାଞ୍ଚଲ୍ୟ: ମା’ଙ୍କ ଗଳାକାଟି ଦେଲେ ଦୁଇ ପୁଅ appeared first on Dharitri Odia News.

କଟକରେ ଚାଞ୍ଚଲ୍ୟ: ମା’ଙ୍କ ଗଳାକାଟି ଦେଲେ ଦୁଇ ପୁଅ

କଟକ,୧୪।୯: କଟକ ଚାଉଳିଆଗଞ୍ଜ ଥାନା ଅଧୀନ ମହାନଦୀ ବିହାର ଅଞ୍ଚଳରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଅତି ନୃଶଂସ ଭାବେ ମା’ଙ୍କ ଗଳାକାଟି ହତ୍ୟା କରିଛନ୍ତି ଦୁଇ ଜହ୍ଲାଦ ପୁଅ। ମୃତଦେହ ରକ୍ତାକ୍ତ ଅବସ୍ଥାରେ ଘରେ ପଡ଼ି ରହିଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି।

ଅନ୍ୟପକ୍ଷେ ଜଣେ ପୁଅ ଫେରାର୍‌ ହୋଇଯାଇଥିବା ବେଳେ ଅନ୍ୟ ଜଣେ ଅଭିଯୁକ୍ତ ପୁଅଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଅନ୍ୟପକ୍ଷେ ହତ୍ୟାର କାରଣ ଜଣାପଡି ନ ଥିବା ବେଳେ ପୋଲିସ ଘଟଣାର ଅଧିକ ତଦନ୍ତ ଚଳାଇଛି।

The post କଟକରେ ଚାଞ୍ଚଲ୍ୟ: ମା’ଙ୍କ ଗଳାକାଟି ଦେଲେ ଦୁଇ ପୁଅ appeared first on Dharitri Odia News.