କଟକରେ ବଡଧରଣର ଅଗ୍ନିକାଣ୍ଡ: ସୁଟ୍କେସ୍ ସୋ’ରୁମ ସହ କପଡ଼ା ଗୋଦାମରେ ଲାଗିଲା ନିଆଁ
କଟକ, ୧ା୪: କଟକ ସହରର ଦୋଳମୁଣ୍ଡାଇ ଅଞ୍ଚଳରେ ଏକ ଦୋକାନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ରିପୋର୍ଟ ଅନୁଯାୟୀ, ସକାଳେ ସ୍ଥାନୀୟ ଲୋକମାନେ ପ୍ରଥମେ ଏକ କୋଠାର ଉପର ମହଲାରେ ଥିବା ଦୋକାନରୁ ଧୂଆଁ ବାହାରୁଥିବାର ଦେଖିଥିଲେ। ସୂଚନା ପାଇ ଅଗ୍ନିଶମ ସେବା କର୍ମଚାରୀମାନେ ଘଟଣାସ୍ଥଳକୁ ଯାଇ ନିଆଁ ଲିଭାଇବା ପାଇଁ ପ୍ରୟାସ ଆରମ୍ଭ କରିଥିଲେ।ଶେଷ ରିପୋର୍ଟ ଆସିବା ପର୍ଯ୍ୟନ୍ତ ଅଗ୍ନିକାଣ୍ଡରେ କୌଣସି ମୃତାହତ ହୋଇଥିବା ଜଣାପଡ଼ି ନାହିଁ। ଯଦିଓ ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ, […] The post କଟକରେ ବଡଧରଣର ଅଗ୍ନିକାଣ୍ଡ: ସୁଟ୍କେସ୍ ସୋ’ରୁମ ସହ କପଡ଼ା ଗୋଦାମରେ ଲାଗିଲା ନିଆଁ appeared first on Dharitri Odia News.
କଟକ, ୧ା୪: କଟକ ସହରର ଦୋଳମୁଣ୍ଡାଇ ଅଞ୍ଚଳରେ ଏକ ଦୋକାନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ରିପୋର୍ଟ ଅନୁଯାୟୀ, ସକାଳେ ସ୍ଥାନୀୟ ଲୋକମାନେ ପ୍ରଥମେ ଏକ କୋଠାର ଉପର ମହଲାରେ ଥିବା ଦୋକାନରୁ ଧୂଆଁ ବାହାରୁଥିବାର ଦେଖିଥିଲେ।
ସୂଚନା ପାଇ ଅଗ୍ନିଶମ ସେବା କର୍ମଚାରୀମାନେ ଘଟଣାସ୍ଥଳକୁ ଯାଇ ନିଆଁ ଲିଭାଇବା ପାଇଁ ପ୍ରୟାସ ଆରମ୍ଭ କରିଥିଲେ।ଶେଷ ରିପୋର୍ଟ ଆସିବା ପର୍ଯ୍ୟନ୍ତ ଅଗ୍ନିକାଣ୍ଡରେ କୌଣସି ମୃତାହତ ହୋଇଥିବା ଜଣାପଡ଼ି ନାହିଁ। ଯଦିଓ ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ, ତଥାପି ବିଦ୍ୟୁତ୍ ସର୍ଟସର୍କିଟ୍ ଯୋଗୁଁ ଏହି ଦୁର୍ଘଟଣା ଘଟିଥାଇପାରେ ବୋଲି ସନ୍ଦେହ କରାଯାଉଛି।]
The post କଟକରେ ବଡଧରଣର ଅଗ୍ନିକାଣ୍ଡ: ସୁଟ୍କେସ୍ ସୋ’ରୁମ ସହ କପଡ଼ା ଗୋଦାମରେ ଲାଗିଲା ନିଆଁ appeared first on Dharitri Odia News.