କଟନ କ୍ୟାଣ୍ଡି ବିକ୍ରି ନେଇ ପ୍ରତିବନ୍ଧକ: ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ଷ୍ଟାଲିନ ସରକାର…
ଚେନ୍ନାଇ,୧୭।୨ : ଦେଶର ଦକ୍ଷିଣ ରାଜ୍ୟ ତାମିଲନାଡୁରେ କଟନ କ୍ୟାଣ୍ଡି ବିକ୍ରି ଉପରେ ପ୍ରତିବନ୍ଧକ ଲଗାଯାଇଛି। କର୍କଟ ରୋଗ ସୃଷ୍ଟି କରୁଥିବା ରାସାୟନିକ ପଦାର୍ଥର ଉପସ୍ଥିତି ବିଷୟରେ ପ୍ରମାଣିତ ପରୀକ୍ଷଣ ରିପୋର୍ଟ ଯୋଗୁଁ ତାମିଲନାଡୁ ସରକାର ରାଜ୍ୟରେ ଏହାର ବିକ୍ରି ଉପରେ ପ୍ରତିବନ୍ଧକ ଲଗାଇବାକୁ ନିଷ୍ପତ୍ତି ନେଇଛନ୍ତି। ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନଙ୍କ ଅନୁମତି କ୍ରମେ ସ୍ବାସ୍ଥ୍ୟମନ୍ତ୍ରୀ ଏମ ସୁବ୍ରମଣ୍ୟମ ସମସ୍ତ ଖାଦ୍ୟ ସୁରକ୍ଷା ଅଧିକାରୀଙ୍କୁ ଆବଶ୍ୟକ ପଦକ୍ଷେପ ନେବାକୁ ଏବଂ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ […] The post କଟନ କ୍ୟାଣ୍ଡି ବିକ୍ରି ନେଇ ପ୍ରତିବନ୍ଧକ: ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ଷ୍ଟାଲିନ ସରକାର… appeared first on Dharitri Odia News.
ଚେନ୍ନାଇ,୧୭।୨ : ଦେଶର ଦକ୍ଷିଣ ରାଜ୍ୟ ତାମିଲନାଡୁରେ କଟନ କ୍ୟାଣ୍ଡି ବିକ୍ରି ଉପରେ ପ୍ରତିବନ୍ଧକ ଲଗାଯାଇଛି। କର୍କଟ ରୋଗ ସୃଷ୍ଟି କରୁଥିବା ରାସାୟନିକ ପଦାର୍ଥର ଉପସ୍ଥିତି ବିଷୟରେ ପ୍ରମାଣିତ ପରୀକ୍ଷଣ ରିପୋର୍ଟ ଯୋଗୁଁ ତାମିଲନାଡୁ ସରକାର ରାଜ୍ୟରେ ଏହାର ବିକ୍ରି ଉପରେ ପ୍ରତିବନ୍ଧକ ଲଗାଇବାକୁ ନିଷ୍ପତ୍ତି ନେଇଛନ୍ତି।
ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନଙ୍କ ଅନୁମତି କ୍ରମେ ସ୍ବାସ୍ଥ୍ୟମନ୍ତ୍ରୀ ଏମ ସୁବ୍ରମଣ୍ୟମ ସମସ୍ତ ଖାଦ୍ୟ ସୁରକ୍ଷା ଅଧିକାରୀଙ୍କୁ ଆବଶ୍ୟକ ପଦକ୍ଷେପ ନେବାକୁ ଏବଂ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
The post କଟନ କ୍ୟାଣ୍ଡି ବିକ୍ରି ନେଇ ପ୍ରତିବନ୍ଧକ: ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ଷ୍ଟାଲିନ ସରକାର… appeared first on Dharitri Odia News.