କଣ୍ଟିଲୋରେ ରାଷ୍ଟ୍ରପତି
ନୟାଗଡ଼,୨୪ା୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ନିର୍ଦ୍ଧାରିତ ସମୟରେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ପରେ ସେଠାରୁ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ନୟାଗଡ଼ ଜିଲା କଣ୍ଟିଲୋରେ ପହଞ୍ଚିଛନ୍ତି। ନୀଳମାଧବଙ୍କୁ ଦର୍ଶନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ରାଯାଇଛି। ପରେ ନୟାଗଡ଼ କାଳିଆପଲ୍ଲୀରେ ବିଶ୍ବାବସୁ ସମ୍ପ୍ରଦାୟ ପକ୍ଷରୁ ହେଉଥିବା ମହାଯଜ୍ଞରେ ଯୋଗ ଦେବେ। ସେଠାରୁ କଣ୍ଟିଲୋ ଯାଇ ପ୍ରଭୁ ନୀଳମାଧବଙ୍କୁ ଦର୍ଶନ କରିବେ। ସନ୍ଧ୍ୟାରେ […] The post କଣ୍ଟିଲୋରେ ରାଷ୍ଟ୍ରପତି appeared first on Dharitri Odia News.
ନୟାଗଡ଼,୨୪ା୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ନିର୍ଦ୍ଧାରିତ ସମୟରେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ପରେ ସେଠାରୁ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ନୟାଗଡ଼ ଜିଲା କଣ୍ଟିଲୋରେ ପହଞ୍ଚିଛନ୍ତି। ନୀଳମାଧବଙ୍କୁ ଦର୍ଶନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ରାଯାଇଛି।
ପରେ ନୟାଗଡ଼ କାଳିଆପଲ୍ଲୀରେ ବିଶ୍ବାବସୁ ସମ୍ପ୍ରଦାୟ ପକ୍ଷରୁ ହେଉଥିବା ମହାଯଜ୍ଞରେ ଯୋଗ ଦେବେ। ସେଠାରୁ କଣ୍ଟିଲୋ ଯାଇ ପ୍ରଭୁ ନୀଳମାଧବଙ୍କୁ ଦର୍ଶନ କରିବେ। ସନ୍ଧ୍ୟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚି ରାଜଭବନ ଅଭିମୁଖେ ଯିବେ। ସେଠାରେ ସେ ରାତ୍ରିଯାପନ କରିବେ।
ମଙ୍ଗଳବାର ସକାଳ ୯ଟାରେ ରାଷ୍ଟ୍ରପତି ଦିଲ୍ଲୀ ଅଭିମୁଖେ ଫେରିଯିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।
The post କଣ୍ଟିଲୋରେ ରାଷ୍ଟ୍ରପତି appeared first on Dharitri Odia News.