କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡ଼ାଇ ନେଲେ ଦୁର୍ବୃତ୍ତ
ସମ୍ବଲପୁର,୪।୧୦: କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡ଼ାଇ ନେଲେ ଦୁର୍ବୃତ୍ତ। ଏଭଳି ଅଭାନୀୟ ଘଟଣା ଘଟିଛି ବୁର୍ଲା ଥାନା ଝରାପାଲି ଗାଁରେ । ପୋଲିସ ଉପରେ ହୋଇଛି ଅତର୍କିତ ଆକ୍ରମଣ। ଏକ ଗଣ୍ଡଗୋଳ ଘଟଣାର ତଦନ୍ତ ପାଇଁ ଯାଇଥିବା ବେଳେ ପୋଲିସ ଉପରକୁ ଆକ୍ରମଣ ହୋଇଥିଲା। ଆହତ କନଷ୍ଟେବଳ ସରୋଜ ଭୋଇ, ବୁର୍ଲା ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ପୋଲିସ ତଦନ୍ତ ଚଳାଇଛି। ସେହିଭଳି ଏକ ଘଟଣା ଘଟିଛି ମଞ୍ଚେଶ୍ବର ଥାନା ଚକେଇସିଆଣି ଶ୍ରୀରାମନଗରରେ। ତଦନ୍ତ ପାଇଁ ଆସିଥିଲେ ପିସିଆର […] The post କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡ଼ାଇ ନେଲେ ଦୁର୍ବୃତ୍ତ appeared first on Dharitri Odia News.
ସମ୍ବଲପୁର,୪।୧୦: କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡ଼ାଇ ନେଲେ ଦୁର୍ବୃତ୍ତ। ଏଭଳି ଅଭାନୀୟ ଘଟଣା ଘଟିଛି ବୁର୍ଲା ଥାନା ଝରାପାଲି ଗାଁରେ । ପୋଲିସ ଉପରେ ହୋଇଛି ଅତର୍କିତ ଆକ୍ରମଣ। ଏକ ଗଣ୍ଡଗୋଳ ଘଟଣାର ତଦନ୍ତ ପାଇଁ ଯାଇଥିବା ବେଳେ ପୋଲିସ ଉପରକୁ ଆକ୍ରମଣ ହୋଇଥିଲା। ଆହତ କନଷ୍ଟେବଳ ସରୋଜ ଭୋଇ, ବୁର୍ଲା ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ପୋଲିସ ତଦନ୍ତ ଚଳାଇଛି।
ସେହିଭଳି ଏକ ଘଟଣା ଘଟିଛି ମଞ୍ଚେଶ୍ବର ଥାନା ଚକେଇସିଆଣି ଶ୍ରୀରାମନଗରରେ। ତଦନ୍ତ ପାଇଁ ଆସିଥିଲେ ପିସିଆର କର୍ମଚାରୀ, ଛରାମାଡ଼ କଲେ ଦୁର୍ବୃତ୍ତ। ଗାଡ଼ି ହର୍ଣ୍ଣ ମରାକୁ ନେଇ ଗଣ୍ଡଗୋଳ ହୋଇଥିଲା। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ଏହି ସମୟରେ ଦୁର୍ବୃତ୍ତ ଛୁରାମାଡ଼ କରିଥିଲେ। ଛୁରାମାଡ଼ରେ ଜଣେ ପୋଲିସ କନଷ୍ଟେବଳ ଆହତ ହୋଇଛନ୍ତି।
The post କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡ଼ାଇ ନେଲେ ଦୁର୍ବୃତ୍ତ appeared first on Dharitri Odia News.