କନ୍ଦାଇଲା ‘ଦାନା’: ଘର ଉପରେ ପଡ଼ିଲା ଗଛ, ଆଉ ତା’ ପରେ…

ଭଦ୍ରକ,୨୫ା୧୦(ସନାତନ ରାଉତ): ବାତ୍ୟା ଦାନା ପ୍ରଭାବରେ ଭଦ୍ରକ ଜିଲା ବାସୁଦେବପୁର ଚାନ୍ଦବାଲି ଅଞ୍ଚଳରେ ବିଭିନ୍ନ ସ୍ଥାନରେ ଗଛ ପଡ଼ି ଘର ଭାଙ୍ଗିବା ସହ ରାସ୍ତାରେ ଗଛ ପଡ଼ି ଅବରୋଧ ହୋଇଛି। ଏନ୍‌ଡିଆର୍‌ଏଫ୍‌ ଓ ଅଗ୍ନିଶମ ବାହିନୀ ଗଛ କାଟି ସଫା କରୁଛନ୍ତି। ବାସୁଦେବପୁର- ଏରତାଳ ରାସ୍ତାରେ ଗଛ ପଡ଼ି ଅବରୋଧ ହୋଇଛି। ଏରତାଳ ଗ୍ରାମର ଉଷାରାଣୀ ନାୟକଙ୍କ ଘର ଉପରେ ଗଛ ଭାଙ୍ଗି ପଡ଼ିଥିବାରୁ ସେ ଦୁଃଖରେ ଭାଙ୍ଗିପଡ଼ିଛନ୍ତି। ସେହିପରି ଚାନ୍ଦବାଲିର ବିଭିନ୍ନ ରାସ୍ତାରେ ଗଛ ପଡ଼ି […] The post କନ୍ଦାଇଲା ‘ଦାନା’: ଘର ଉପରେ ପଡ଼ିଲା ଗଛ, ଆଉ ତା’ ପରେ… appeared first on Dharitri Odia News.

କନ୍ଦାଇଲା ‘ଦାନା’: ଘର ଉପରେ ପଡ଼ିଲା ଗଛ, ଆଉ ତା’ ପରେ…

ଭଦ୍ରକ,୨୫ା୧୦(ସନାତନ ରାଉତ): ବାତ୍ୟା ଦାନା ପ୍ରଭାବରେ ଭଦ୍ରକ ଜିଲା ବାସୁଦେବପୁର ଚାନ୍ଦବାଲି ଅଞ୍ଚଳରେ ବିଭିନ୍ନ ସ୍ଥାନରେ ଗଛ ପଡ଼ି ଘର ଭାଙ୍ଗିବା ସହ ରାସ୍ତାରେ ଗଛ ପଡ଼ି ଅବରୋଧ ହୋଇଛି। ଏନ୍‌ଡିଆର୍‌ଏଫ୍‌ ଓ ଅଗ୍ନିଶମ ବାହିନୀ ଗଛ କାଟି ସଫା କରୁଛନ୍ତି।

ବାସୁଦେବପୁର- ଏରତାଳ ରାସ୍ତାରେ ଗଛ ପଡ଼ି ଅବରୋଧ ହୋଇଛି। ଏରତାଳ ଗ୍ରାମର ଉଷାରାଣୀ ନାୟକଙ୍କ ଘର ଉପରେ ଗଛ ଭାଙ୍ଗି ପଡ଼ିଥିବାରୁ ସେ ଦୁଃଖରେ ଭାଙ୍ଗିପଡ଼ିଛନ୍ତି।

ସେହିପରି ଚାନ୍ଦବାଲିର ବିଭିନ୍ନ ରାସ୍ତାରେ ଗଛ ପଡ଼ି ରାସ୍ତା ଅବରୋଧ ହୋଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି। ବର୍ଷା ଲାଗି ରହିଥିବାରୁ ଗଛ କାଟି ରାସ୍ତା ସଫା କରିବାରେ ଟିକେ ବିଳମ୍ବ ହେଉଛି।

The post କନ୍ଦାଇଲା ‘ଦାନା’: ଘର ଉପରେ ପଡ଼ିଲା ଗଛ, ଆଉ ତା’ ପରେ… appeared first on Dharitri Odia News.