କପଡ଼ା ଗୋଦାମରେ ବଡ଼ ଧରଣର ଅଗ୍ନିକାଣ୍ଡ

ଭୁବନେଶ୍ୱର,୯।୧୧: ଭୁବନେଶ୍ୱର ବଡଗଡ଼ ସ୍ଥିତ ଏକ କପଡ଼ା ଗୋଦାମରେ ଶନିବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୨୫ ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାପଡିଛି। ହେଲେ ଅଗ୍ନିକାଣ୍ଡରେ ୨୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ପୋଡି ନଷ୍ଟ ହୋଇଯାଇଛି। ନିଆଁ ଲାଗିବାର ସଠିକ କାରଣ ଜଣାପଡି ନ ଥିବା ବେଳେ ଶଟ୍‌ସର୍କିଟ୍‌ରୁ ଅଗ୍ନିକାଣ୍ଡ ଘଟିଥିବା […] The post କପଡ଼ା ଗୋଦାମରେ ବଡ଼ ଧରଣର ଅଗ୍ନିକାଣ୍ଡ appeared first on Dharitri Odia News.

କପଡ଼ା ଗୋଦାମରେ ବଡ଼ ଧରଣର ଅଗ୍ନିକାଣ୍ଡ

ଭୁବନେଶ୍ୱର,୯।୧୧: ଭୁବନେଶ୍ୱର ବଡଗଡ଼ ସ୍ଥିତ ଏକ କପଡ଼ା ଗୋଦାମରେ ଶନିବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୨୫ ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଥିବା ଅଭିଯୋଗ ହୋଇଛି।

ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାପଡିଛି। ହେଲେ ଅଗ୍ନିକାଣ୍ଡରେ ୨୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ପୋଡି ନଷ୍ଟ ହୋଇଯାଇଛି। ନିଆଁ ଲାଗିବାର ସଠିକ କାରଣ ଜଣାପଡି ନ ଥିବା ବେଳେ ଶଟ୍‌ସର୍କିଟ୍‌ରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ଅନ୍ୟପକ୍ଷେ ଅଗ୍ନିକାଣ୍ଡରେ କେହି ମୃତାହତ ହୋଇ ନ ଥିବା ସୂଚନା ମିଳିଛି।

The post କପଡ଼ା ଗୋଦାମରେ ବଡ଼ ଧରଣର ଅଗ୍ନିକାଣ୍ଡ appeared first on Dharitri Odia News.