କମ୍ପିଲାଣି ବିଭିନ୍ନ ପୂଜା ମଣ୍ଡପ
ପାର୍ବଣ ମହକରେ ପୂରି ଉଠିଲାଣି ସହର ବଜାର। ଚମକିଲାଣି ମେଢ ସାଙ୍ଗକୁ ରଙ୍ଗିନ ଆଲୋକର ଫୁଆରା। କେଉଁଠି ଝଟକୁଛି ଫ୍ରେଞ୍ଚ୍ ପ୍ୟାଲେସ୍ ଆଉ କେଉଁଠି ମନମୋହୁଛି ସ୍ବାମୀ ନାରାୟଣ ମନ୍ଦିର ଆକୃତିର ସୁଦୃଶ୍ୟ ତୋରଣ।