କରେଣ୍ଟ ଲାଗି ଜଙ୍ଗଲରେ ଚାଲିଗଲା ୩ ହାତୀଙ୍କ ଜୀବନ

ରେଢ଼ାଖୋଲ,୧୮ା୧୧: ସମ୍ବଲପୁର ଜିଲା ରେଢ଼ାଖୋଲ ଜଙ୍ଗଲରୁ ୩ଟି ହାତୀର ମୃତଦେହ ଜବତ ହୋଇଛି। ନାକଟିଦେଉଳ ରେଞ୍ଜ ବୁରମାଲ ଜଙ୍ଗଲରୁ ୩ଟି ହାତୀ ମଧ୍ୟରେ ୨ଟି ବଡ଼ ଏବଂ ଗୋଟିଏ ଛୁଆ ହାତୀର ମୃତ୍ୟୁ ହୋଇଥିବା ଦେଖିବାକୁ ମିଳିଛି। ବିଦ୍ୟୁତ ଆଘାତରେ ମୃତ୍ୟୁ ହୋଇଥିବା ସୂଚନା ମିଳିଥିବାବେଳେ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଅନୁଧ୍ୟାନ କରୁଛି। ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍‌ତାରରେ ହାତୀଙ୍କର ମୃତ୍ୟୁ ଘଟିଛି। ଏଥିରେ ବନ ବିଭାଗର ଅବହେଳା ରହିଥିବା କହିଛନ୍ତି, ପିସିସିଏଫ୍‌ ସୁଶାନ୍ତ […] The post କରେଣ୍ଟ ଲାଗି ଜଙ୍ଗଲରେ ଚାଲିଗଲା ୩ ହାତୀଙ୍କ ଜୀବନ appeared first on Dharitri Odia News.

କରେଣ୍ଟ ଲାଗି ଜଙ୍ଗଲରେ ଚାଲିଗଲା ୩ ହାତୀଙ୍କ ଜୀବନ

ରେଢ଼ାଖୋଲ,୧୮ା୧୧: ସମ୍ବଲପୁର ଜିଲା ରେଢ଼ାଖୋଲ ଜଙ୍ଗଲରୁ ୩ଟି ହାତୀର ମୃତଦେହ ଜବତ ହୋଇଛି। ନାକଟିଦେଉଳ ରେଞ୍ଜ ବୁରମାଲ ଜଙ୍ଗଲରୁ ୩ଟି ହାତୀ ମଧ୍ୟରେ ୨ଟି ବଡ଼ ଏବଂ ଗୋଟିଏ ଛୁଆ ହାତୀର ମୃତ୍ୟୁ ହୋଇଥିବା ଦେଖିବାକୁ ମିଳିଛି। ବିଦ୍ୟୁତ ଆଘାତରେ ମୃତ୍ୟୁ ହୋଇଥିବା ସୂଚନା ମିଳିଥିବାବେଳେ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଅନୁଧ୍ୟାନ କରୁଛି।

ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍‌ତାରରେ ହାତୀଙ୍କର ମୃତ୍ୟୁ ଘଟିଛି। ଏଥିରେ ବନ ବିଭାଗର ଅବହେଳା ରହିଥିବା କହିଛନ୍ତି, ପିସିସିଏଫ୍‌ ସୁଶାନ୍ତ ନନ୍ଦ। ବିଦ୍ୟୁତ୍‌ ବିଭାଗ ସହ ବନ ବିଭାଗ ଠିକ୍‌ରେ ପାଟ୍ରୋଲିଂ କରିନାହିଁ। ଯେଉଁଥିପାଇଁ ଏହି ଅଘଟଣ ଘଟିଛି।

The post କରେଣ୍ଟ ଲାଗି ଜଙ୍ଗଲରେ ଚାଲିଗଲା ୩ ହାତୀଙ୍କ ଜୀବନ appeared first on Dharitri Odia News.