କର୍ତ୍ତବ୍ୟ ପଥରେ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ
ନୂଆଦିଲ୍ଲୀ,୨୬।୧: ସାଧାରଣତନ୍ତ୍ର ଦିବସ ପରେଡ୍ର ଗ୍ରାଣ୍ଡ ଇଭେଣ୍ଟ ଆରମ୍ଭ ହୋଇଛି। ଏହାପୂର୍ବରୁ ରାଷ୍ଟ୍ରପତି ଦୌପଦୀ ମୁର୍ମୁ କର୍ତ୍ତବ୍ୟ ପଥରେ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟ ଅତିଥି ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ମଧ୍ୟ ଉପସ୍ଥିତ ଅଛନ୍ତି। ନୂଆଦିଲ୍ଲୀ କର୍ତ୍ତବ୍ୟ ପଥରେ ଭାରତୀୟ ସେନା ଶୌର୍ଯ୍ୟ, ସାମର୍ଥ ଏବଂ ବୀରତ୍ୱ ପ୍ରଦର୍ଶନ କରିବେ। ଏହି ଅବସରରେ ପରେଡର ଅଭିବାଦନ ଗ୍ରହଣ କରୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସାଧାରଣତନ୍ତ୍ର […] The post କର୍ତ୍ତବ୍ୟ ପଥରେ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ appeared first on Dharitri Odia News.
ନୂଆଦିଲ୍ଲୀ,୨୬।୧: ସାଧାରଣତନ୍ତ୍ର ଦିବସ ପରେଡ୍ର ଗ୍ରାଣ୍ଡ ଇଭେଣ୍ଟ ଆରମ୍ଭ ହୋଇଛି। ଏହାପୂର୍ବରୁ ରାଷ୍ଟ୍ରପତି ଦୌପଦୀ ମୁର୍ମୁ କର୍ତ୍ତବ୍ୟ ପଥରେ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟ ଅତିଥି ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ମଧ୍ୟ ଉପସ୍ଥିତ ଅଛନ୍ତି।
ନୂଆଦିଲ୍ଲୀ କର୍ତ୍ତବ୍ୟ ପଥରେ ଭାରତୀୟ ସେନା ଶୌର୍ଯ୍ୟ, ସାମର୍ଥ ଏବଂ ବୀରତ୍ୱ ପ୍ରଦର୍ଶନ କରିବେ। ଏହି ଅବସରରେ ପରେଡର ଅଭିବାଦନ ଗ୍ରହଣ କରୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସାଧାରଣତନ୍ତ୍ର ଦିବସ ପାଇଁ କଡ଼ା ସୁରକ୍ଷା ବଳୟରେ ରାଜଧାନୀ ଦିଲ୍ଲୀ। ୮ହଜାରରୁ ଅଧିକ ଫୋର୍ସ ମୁତୟନ କରାଯାଇଛି।
The post କର୍ତ୍ତବ୍ୟ ପଥରେ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ appeared first on Dharitri Odia News.