କର୍ତ୍ତବ୍ୟରେ ଅବହେଳା ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନାଁରେ ଥାନାରେ ଏତଲା

ଭୁବନେଶ୍ୱର,୧୧।୭: ପହଣ୍ଡି ଘଟଣା ପ୍ରସଙ୍ଗରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭିଭି ଯାଦବଙ୍କ ନାଁରେ ଜନୈକ ଆଇନଜୀବୀ ଏତଲା ଦେଇଛନ୍ତି। କର୍ତ୍ତବ୍ୟରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଭିଯୋଗ କରାଯାଇଛି। ଶ୍ରୀକ୍ଷେତ୍ରରେ ଆଡ଼ପ ପହଣ୍ଡି ବେଳେ ବଡ଼ ଠାକୁର ବଳଭଦ୍ର ଖସି ପଡିଥିଲେ। ଯାହାକୁ ନେଇ ଜଗନ୍ନାଥ ପ୍ରେମୀ ଦୁଃଖ ପ୍ରକାଶ କରୁଛନ୍ତି। ଏଥିସହ ପ୍ରଶାସନର ଅବହେଳା ଯୋଗୁ ଏଭଳି ଘଟିଥିବା ଦାବି କରାଯାଉଛି। The post କର୍ତ୍ତବ୍ୟରେ ଅବହେଳା ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନାଁରେ ଥାନାରେ ଏତଲା appeared first on Dharitri Odia News.

କର୍ତ୍ତବ୍ୟରେ ଅବହେଳା ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନାଁରେ ଥାନାରେ ଏତଲା

ଭୁବନେଶ୍ୱର,୧୧।୭: ପହଣ୍ଡି ଘଟଣା ପ୍ରସଙ୍ଗରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭିଭି ଯାଦବଙ୍କ ନାଁରେ ଜନୈକ ଆଇନଜୀବୀ ଏତଲା ଦେଇଛନ୍ତି। କର୍ତ୍ତବ୍ୟରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଭିଯୋଗ କରାଯାଇଛି।

ଶ୍ରୀକ୍ଷେତ୍ରରେ ଆଡ଼ପ ପହଣ୍ଡି ବେଳେ ବଡ଼ ଠାକୁର ବଳଭଦ୍ର ଖସି ପଡିଥିଲେ। ଯାହାକୁ ନେଇ ଜଗନ୍ନାଥ ପ୍ରେମୀ ଦୁଃଖ ପ୍ରକାଶ କରୁଛନ୍ତି। ଏଥିସହ ପ୍ରଶାସନର ଅବହେଳା ଯୋଗୁ ଏଭଳି ଘଟିଥିବା ଦାବି କରାଯାଉଛି।

The post କର୍ତ୍ତବ୍ୟରେ ଅବହେଳା ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନାଁରେ ଥାନାରେ ଏତଲା appeared first on Dharitri Odia News.