କର୍ମ କ୍ଷେତ୍ରରେ କିଛି ସମସ୍ୟା ଦେଖା ଦେଇପାରେ, ହେଲେ ମଧ୍ୟ ଦିନଟିରେ ଉତ୍ତମ ହେବ ରୋଜଗାର

ମେଷ- କର୍ମ କ୍ଷେତ୍ରରେ ପ୍ରାଧାନ୍ୟ ବୃଦ୍ଧି ପାଇବ । ଦିନଟି ଆମୋଦ ପ୍ରମୋଦରେ କଟିବ । ବାହ୍ୟ ସ୍ଥାନରୁ ମାନ ସମ୍ମାନ ମିଳିବ । ପୁରୁଣା ମିତ୍ରଙ୍କୁ ଭେଟି ଆନନ୍ଦ ପାଇବେ। ହେଲେ ମଧ୍ୟ ଆର୍ଥିକ ସମସ୍ୟା ଦେଖାଦେବ । ବିଦ୍ୟାର୍ଥୀମାନେ ଅନେକ ଲାଭବାନ ହେବେ ।ବୃଷ- ମନ ବ୍ୟକୁଳିତ ହେବ । ଚିନ୍ତାରେ ପଡ଼ିପାରନ୍ତି । ରାଜନୀତିରେ ଉନ୍ନତି ଯୋଗ ରହିଛି । ପିଲାମାନଙ୍କର ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଚାକିରିରେ ବିଦେଶୀ ଯାତ୍ରାକୁ ଯାଇପାରନ୍ତି କର୍ମ କ୍ଷେତ୍ରରେ ସଫଳତାର ସମ୍ଭାବନା ଅଛି ।ମିଥୁନ- ପରିଶ୍ରମ ଅଧିକ ରହିବ । ଅପରାହ୍ନ ପରେ ଉତ୍ତମ ଯୋଗ ରହିଛି । କର୍ମ କ୍ଷେତ୍ରରେ କିଛି ସମସ୍ୟା ଦେଖା ଦେଇପାରେ । ହେଲେ ମଧ୍ୟ ଦିନଟିରେ ରୋଜଗାର ଉତ୍ତମ ହେବ । ବ୍ୟବସାୟ ଭଲ ହେବ । ପ୍ରେମ ସମ୍ପର୍କରେ ମଧୁରତା ଆସିବ । କର୍ତ୍ତବ୍ୟ ପରାୟଣ ହେବେ ।କର୍କଟ- ସୁଖହାନି ହେବାର ଯୋଗ ରହିଛି ଦାମ୍ପତ୍ୟ ଜୀବନରେ କଳହ ଯୋଗ । ଅଙ୍ଗରେ ଆଘାତ ଲାଗିପାରେ । କୌଣସି ନିତ୍ୟ ବ୍ୟବହାର୍ଯ୍ୟ ଦ୍ରବ୍ୟ ନଷ୍ଟ କରି ଦୁଃଖ ପ୍ରକାଶ କରିବେ। ହେଲେ ମଧ୍ୟ ପିଲାମାନଙ୍କଠାରୁ ଭଲ ଖବର ଗ୍ରହଣ କରାଯାଇପାରେ ।ସିଂହ- ମନ ପ୍ରଫୁଲ୍ଲ ରହିବ । କିଛି ନୂତନ କାର୍ଯ୍ୟ ବା ବସ୍ତୁ ପାଇ ଅଧିକ ଉତ୍ସାହିତ ହେବେ । ଉଚ୍ଚ ସମ୍ମାନ ପ୍ରାପ୍ତି ହେବେ । ନୂତନ ସ୍ଥାନକୁ ଭ୍ରମଣରେ ଯାଇପାରନ୍ତି । ବାର୍ତ୍ତାଳାପରେ ଶାନ୍ତ ରୁହନ୍ତୁ । ବ୍ୟବସାୟ ବିସ୍ତାର ପାଇଁ ପରିବାରରୁ ଆର୍ଥିକ ସହାୟତା ପା

କର୍ମ କ୍ଷେତ୍ରରେ କିଛି ସମସ୍ୟା ଦେଖା ଦେଇପାରେ, ହେଲେ ମଧ୍ୟ ଦିନଟିରେ ଉତ୍ତମ ହେବ ରୋଜଗାର

ମେଷ- କର୍ମ କ୍ଷେତ୍ରରେ ପ୍ରାଧାନ୍ୟ ବୃଦ୍ଧି ପାଇବ । ଦିନଟି ଆମୋଦ ପ୍ରମୋଦରେ କଟିବ । ବାହ୍ୟ ସ୍ଥାନରୁ ମାନ ସମ୍ମାନ ମିଳିବ । ପୁରୁଣା ମିତ୍ରଙ୍କୁ ଭେଟି ଆନନ୍ଦ ପାଇବେ। ହେଲେ ମଧ୍ୟ ଆର୍ଥିକ ସମସ୍ୟା ଦେଖାଦେବ । ବିଦ୍ୟାର୍ଥୀମାନେ ଅନେକ ଲାଭବାନ ହେବେ ।

ବୃଷ- ମନ ବ୍ୟକୁଳିତ ହେବ । ଚିନ୍ତାରେ ପଡ଼ିପାରନ୍ତି । ରାଜନୀତିରେ ଉନ୍ନତି ଯୋଗ ରହିଛି । ପିଲାମାନଙ୍କର ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଚାକିରିରେ ବିଦେଶୀ ଯାତ୍ରାକୁ ଯାଇପାରନ୍ତି କର୍ମ କ୍ଷେତ୍ରରେ ସଫଳତାର ସମ୍ଭାବନା ଅଛି ।

ମିଥୁନ- ପରିଶ୍ରମ ଅଧିକ ରହିବ । ଅପରାହ୍ନ ପରେ ଉତ୍ତମ ଯୋଗ ରହିଛି । କର୍ମ କ୍ଷେତ୍ରରେ କିଛି ସମସ୍ୟା ଦେଖା ଦେଇପାରେ । ହେଲେ ମଧ୍ୟ ଦିନଟିରେ ରୋଜଗାର ଉତ୍ତମ ହେବ । ବ୍ୟବସାୟ ଭଲ ହେବ । ପ୍ରେମ ସମ୍ପର୍କରେ ମଧୁରତା ଆସିବ । କର୍ତ୍ତବ୍ୟ ପରାୟଣ ହେବେ ।

କର୍କଟ- ସୁଖହାନି ହେବାର ଯୋଗ ରହିଛି ଦାମ୍ପତ୍ୟ ଜୀବନରେ କଳହ ଯୋଗ । ଅଙ୍ଗରେ ଆଘାତ ଲାଗିପାରେ । କୌଣସି ନିତ୍ୟ ବ୍ୟବହାର୍ଯ୍ୟ ଦ୍ରବ୍ୟ ନଷ୍ଟ କରି ଦୁଃଖ ପ୍ରକାଶ କରିବେ। ହେଲେ ମଧ୍ୟ ପିଲାମାନଙ୍କଠାରୁ ଭଲ ଖବର ଗ୍ରହଣ କରାଯାଇପାରେ ।

ସିଂହ- ମନ ପ୍ରଫୁଲ୍ଲ ରହିବ । କିଛି ନୂତନ କାର୍ଯ୍ୟ ବା ବସ୍ତୁ ପାଇ ଅଧିକ ଉତ୍ସାହିତ ହେବେ । ଉଚ୍ଚ ସମ୍ମାନ ପ୍ରାପ୍ତି ହେବେ । ନୂତନ ସ୍ଥାନକୁ ଭ୍ରମଣରେ ଯାଇପାରନ୍ତି । ବାର୍ତ୍ତାଳାପରେ ଶାନ୍ତ ରୁହନ୍ତୁ । ବ୍ୟବସାୟ ବିସ୍ତାର ପାଇଁ ପରିବାରରୁ ଆର୍ଥିକ ସହାୟତା ପାଇପାରିବେ । 

କନ୍ୟା- ମନ ବ୍ୟକୁଳିତ ରହିବ । ଆର୍ଥିକ ସମସ୍ୟା କିଛିକୁ ନେଇ ଅସନ୍ତୋଷ ପ୍ରକାଶ କରିପାରନ୍ତି । ବ୍ୟବସାୟରେ ଏତେ ଲାଭର ଯୋଗ ନାହିଁ । ପରିବାରରେ ସମସ୍ୟା ଦେଖା ଦେଇପାରେ । ଆତ୍ମା ବିଶ୍ୱାସ ବଜାୟ ରଖନ୍ତୁ । ପରିଶ୍ରମ ଅଧିକ ହେବ ।

ତୁଳା- ଉଚ୍ଚ ସମ୍ମାନର ଅଧିକାରୀ ହେବେ । ଭ୍ରମଣର ଯୋଗ ରହିବ । ମନ ପ୍ରଫୁଲ୍ଲ ଓ ଉତ୍ସାହିତ ରହିବ । କର୍ମ କ୍ଷେତ୍ରରେ ସର୍ବଜନ ପ୍ରିୟ ହେବେ । ବ୍ୟବସାୟ ସମ୍ବନ୍ଧୀୟ ବିଷୟ ପ୍ରତି ସାବଧାନ ରୁହନ୍ତୁ । ବିଦ୍ୟାର୍ଥୀମାନଙ୍କ ଦ୍ଵାରା କିଛି ନୂତନ କାର୍ଯ୍ୟ ସମ୍ପନ୍ନ ହେବ ।

ବିଛା- ଅଷ୍ଟମ ଚନ୍ଦ୍ର ରହିଥିବାରୁ ଗୃହରେ ଅଧିକ କାର୍ଯ୍ୟ ଭାର ରହିବ । ଶାରୀରିକ ଯନ୍ତ୍ରଣା ଦେଖାଦେଇପାରେ। ଯାହାକ ନେଇ ଚିନ୍ତିତ ରହିବେ । ଅଯଥା ଅର୍ଥ ବ୍ୟୟ ହେବ । ମାନସିକ ସ୍ଥିତି ଠିକ୍ ରହିବ ନାହିଁ । ଏକା ସହ ଏକାଧିକ କାର୍ଯ୍ୟରେ ଯୋଗଦାନ କରିବେ। 

ଧନୁ- ଧନ ପ୍ରାପ୍ତିର ଯୋଗ ରହିଛି । କିଛି ନୂତନ କାର୍ଯ୍ୟ ବା ବ୍ୟବସାୟ ଆରମ୍ଭ କରିବା ପାଇଁ ଦିନଟି ବହୁତ୍ ଉତ୍ତମ ରହିବ। ସର୍ବ କାର୍ଯ୍ୟ ସଫଳତା ପୂର୍ବକ ସମପାପ୍ତ ହେବ । ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।  ଛତ୍ରଛାତ୍ରୀଙ୍କ ମନୋବଳ ଦୃଢ଼ ହେବ।

ମକର- ଭ୍ରମଣର ଯୋଗ ରହିଛି । ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଯାହା ଆପଣଙ୍କୁ ଶୁଭ ଫଳ ପ୍ରଦାନ କରିବ । ଯାହା ବି କର୍ମ କରିଛନ୍ତି ତା’ର ଫଳ ଆପଣଙ୍କୁ ନିଶ୍ଚୟ ପ୍ରାପ୍ତ ହେବ । ବ୍ୟବସାୟରେ ଯାତ୍ରା ଯୋଗ । ଚାକିରିରେ ଉଚ୍ଚସ୍ଥାନ ପ୍ରାପ୍ତି ହେବ ।

କୁମ୍ଭ- ଶାରୀରିକ କଷ୍ଟ ଅନୁଭବ କରିବେ । ମନ ଅଶାନ୍ତ ରହିବ । କାର୍ଯ୍ୟ ହାନି ହେବାର ଯଥେଷ୍ଟ ସମ୍ଭାବନା ରହିଛି । ମନରେ ଆଶା ଏବଂ ନିରାଶାର ଭାବନା ରହିପାରେ । ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଜୀବନସାଥୀଙ୍କ ସମର୍ଥନ ପାଇବ । ଖର୍ଚ୍ଚ ବୃଦ୍ଧି ପାଇବ ।

ମୀନ- ସେବା ପୂଜାରେ ମନୋନିବେଶ କରିବେ । ବନ୍ଧୁଙ୍କ ପାଇଁ ନୂତନ କାର୍ଯ୍ୟ କ୍ଷେତ୍ରରେ ଯୋଗଦାନ କରିବେ । ମନ ସାମାନ୍ୟ ଚିନ୍ତିତ ରହିବ । ସୁସମ୍ବାଦ ପାଇ ଖୁସି ହେବେ । ଭ୍ରମଣ ଯୋଗ ରହିଛି ।


ଜ୍ୟୋତିର୍ବିଦ ଶ୍ରୀ ସିଦ୍ଧାର୍ଥ ଶେଖର ନାୟକ 

ଯୋଗାଯୋଗ - ୮୨୪୯୮୨୬୬୮୨