କର୍ଲାମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରଠାରେ ସ୍ବାସ୍ଥ୍ୟ ପରୀକ୍ଷା କଲେ…
କର୍ଲାମୁଣ୍ଡା,୨୧।୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଶୁକ୍ରବାର ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଥିଲା। ଭାରତ ପେଟ୍ରୋଲିୟମ କୋପୋରେଶନ ଲିମିଟେଡର ସହାୟତାରେ କଳିଙ୍ଗ କୁଶୁମ ସହଯୋଗରେ ଆୟୋଜିତ ସ୍ବାସ୍ଥ୍ୟ ପରୀକ୍ଷା ଶିବିରରେ ଅଞ୍ଚଳର ଶତାଧିକ ମହିଳା ପୁରୁଷ ଯୋଗଦେଇ ସ୍ବାସ୍ଥ୍ୟ ପରୀକ୍ଷା କରାଇଥିଲେ। ଏଥିରେ ଆୟୋଜକ ଅନୁଷ୍ଠାନ ପକ୍ଷରୁ ଚିନ୍ମୟ ମିଶ୍ର, ପିଣ୍ଟୁ ରଣା, ସଙ୍ଗୀତ ଭୋଇଙ୍କ ସମେତ ଫାର୍ମାସିଷ୍ଟ ମନିଶ କୁମାର ସାହୁ, ଶିବପ୍ରସାଦ […] The post କର୍ଲାମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରଠାରେ ସ୍ବାସ୍ଥ୍ୟ ପରୀକ୍ଷା କଲେ… appeared first on Dharitri Odia News.
କର୍ଲାମୁଣ୍ଡା,୨୧।୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଶୁକ୍ରବାର ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଥିଲା। ଭାରତ ପେଟ୍ରୋଲିୟମ କୋପୋରେଶନ ଲିମିଟେଡର ସହାୟତାରେ କଳିଙ୍ଗ କୁଶୁମ ସହଯୋଗରେ ଆୟୋଜିତ ସ୍ବାସ୍ଥ୍ୟ ପରୀକ୍ଷା ଶିବିରରେ ଅଞ୍ଚଳର ଶତାଧିକ ମହିଳା ପୁରୁଷ ଯୋଗଦେଇ ସ୍ବାସ୍ଥ୍ୟ ପରୀକ୍ଷା କରାଇଥିଲେ। ଏଥିରେ ଆୟୋଜକ ଅନୁଷ୍ଠାନ ପକ୍ଷରୁ ଚିନ୍ମୟ ମିଶ୍ର, ପିଣ୍ଟୁ ରଣା, ସଙ୍ଗୀତ ଭୋଇଙ୍କ ସମେତ ଫାର୍ମାସିଷ୍ଟ ମନିଶ କୁମାର ସାହୁ, ଶିବପ୍ରସାଦ ସାମଲ, ନରେଶ ସୁନାନୀ ଓ ମିତ୍ରଜିତ ସିଂ ଅନ୍ୟମାନେ ଯୋଗ ଦେଇ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ।
The post କର୍ଲାମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରଠାରେ ସ୍ବାସ୍ଥ୍ୟ ପରୀକ୍ଷା କଲେ… appeared first on Dharitri Odia News.