କଲେଜ ବସ୍‌ରେ ନିଆଁ

ଅନୁଗୋଳ,୪।୭: ଅନୁଗୋଳ ରାଧାରମଣପଡ଼ାଠାରେ ଗୁରୁବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଛାତ୍ରୀଛାତ୍ରଙ୍କୁ ଧରି ଯାଉଥିବା ଏକ ଘରୋଇ କଲେଜ ବସ୍‌ରେ ନିଆଁ ଲାଗି ବସ୍‌ଟି ସମ୍ପୂର୍ଣ୍ଣ ପୋଡି ଯାଇଛି। ହେଲେ ବସ୍‌ରେ ଥିବା ସମସ୍ତ ଛାତ୍ରୀଛାତ୍ର ଅଳ୍ପକେ ବର୍ତ୍ତିଯାଇଛନ୍ତି। ଖବର ପାଇ ତୁରନ୍ତ ଅଗ୍ନିଶମ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ହେଲେ ବସ୍‌ଟି ସମ୍ପୂର୍ଣ୍ଣ ପୋଡି ଯାଇଥିଲା। ସର୍ଟ ଶର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି। The post କଲେଜ ବସ୍‌ରେ ନିଆଁ appeared first on Dharitri Odia News.

କଲେଜ ବସ୍‌ରେ ନିଆଁ

ଅନୁଗୋଳ,୪।୭: ଅନୁଗୋଳ ରାଧାରମଣପଡ଼ାଠାରେ ଗୁରୁବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଛାତ୍ରୀଛାତ୍ରଙ୍କୁ ଧରି ଯାଉଥିବା ଏକ ଘରୋଇ କଲେଜ ବସ୍‌ରେ ନିଆଁ ଲାଗି ବସ୍‌ଟି ସମ୍ପୂର୍ଣ୍ଣ ପୋଡି ଯାଇଛି। ହେଲେ ବସ୍‌ରେ ଥିବା ସମସ୍ତ ଛାତ୍ରୀଛାତ୍ର ଅଳ୍ପକେ ବର୍ତ୍ତିଯାଇଛନ୍ତି।

ଖବର ପାଇ ତୁରନ୍ତ ଅଗ୍ନିଶମ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ହେଲେ ବସ୍‌ଟି ସମ୍ପୂର୍ଣ୍ଣ ପୋଡି ଯାଇଥିଲା। ସର୍ଟ ଶର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି।

The post କଲେଜ ବସ୍‌ରେ ନିଆଁ appeared first on Dharitri Odia News.