କଳାହାଣ୍ଡି ଭାଜପା ସଭାପତି ହେଲେ ଯୁଗଳ ପୋଢ଼

ଭବାନୀପାଟଣା,୨୫ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ନୂତନ ଭାଜପା ଜିଲା ସଭାପତି ଭାବେ ବରିଷ୍ଠ ନେତା ଯୁଗଳ କିଶୋର ପୋଢ଼ ମନୋନୀତ ହୋଇଛନ୍ତି। ଭବାନୀପାଟଣାସ୍ଥିତ ସର୍କିଟ ହାଉସରେ ଜିଲା ଉପସଭାପତି ମୁକେଶ ଅଗ୍ରଓ୍ବାଲଙ୍କ ସଭାପତିତ୍ୱରେ ରାଜ୍ୟ ସାଧାରଣ ସମ୍ପାଦିକା ପୂର୍ଣ୍ଣିମା କେର୍କେଟା ନୂତନ ଜିଲା ସଭାପତିଙ୍କ ନାମ ଘୋଷଣା କରିଥିଲେ। ଏହି ସମୟରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ,ସମ୍ମାନିତ ଅତିଥି ଭାବେ କଳାହାଣ୍ଡି ଲୋକ […] The post କଳାହାଣ୍ଡି ଭାଜପା ସଭାପତି ହେଲେ ଯୁଗଳ ପୋଢ଼ appeared first on Dharitri Odia News.

କଳାହାଣ୍ଡି ଭାଜପା ସଭାପତି ହେଲେ ଯୁଗଳ ପୋଢ଼

ଭବାନୀପାଟଣା,୨୫ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ନୂତନ ଭାଜପା ଜିଲା ସଭାପତି ଭାବେ ବରିଷ୍ଠ ନେତା ଯୁଗଳ କିଶୋର ପୋଢ଼ ମନୋନୀତ ହୋଇଛନ୍ତି। ଭବାନୀପାଟଣାସ୍ଥିତ ସର୍କିଟ ହାଉସରେ ଜିଲା ଉପସଭାପତି ମୁକେଶ ଅଗ୍ରଓ୍ବାଲଙ୍କ ସଭାପତିତ୍ୱରେ ରାଜ୍ୟ ସାଧାରଣ ସମ୍ପାଦିକା ପୂର୍ଣ୍ଣିମା କେର୍କେଟା ନୂତନ ଜିଲା ସଭାପତିଙ୍କ ନାମ ଘୋଷଣା କରିଥିଲେ। ଏହି ସମୟରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ,ସମ୍ମାନିତ ଅତିଥି ଭାବେ କଳାହାଣ୍ଡି ଲୋକ ସଭା ଏମ୍‌ପି ମାଳବିକା ଦେବୀ, ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ ପ୍ରମୁଖ ଉପସ୍ଥିତ ଥିଲେ।

The post କଳାହାଣ୍ଡି ଭାଜପା ସଭାପତି ହେଲେ ଯୁଗଳ ପୋଢ଼ appeared first on Dharitri Odia News.