କଳିଙ୍ଗ ଷ୍ଟାଡିୟମ୍ ପରିସରରେ ଉଦଘାଟିତ ହୋଇଛି 'ଦ ସଟଲ୍'

ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଏହି ଷ୍ଟାଡିୟମରେ ୮ଟି କୋର୍ଟ ସହ ୪ଶହ ଦର୍ଶକଙ୍କ ପାଇଁ ବ୍ୟବସ୍ଥା ରହିଛି। ପ୍ରଥମ ପର୍ଯ୍ୟାୟରେ ୫୦ ଜଣ ପ୍ରତିଭାଙ୍କୁ ଚିହ୍ନଟ କରି ଦିଆଯିବ ଟ୍ରେନିଂ।

କଳିଙ୍ଗ ଷ୍ଟାଡିୟମ୍ ପରିସରରେ ଉଦଘାଟିତ ହୋଇଛି 'ଦ ସଟଲ୍'
Array