କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ
ପୁରୀ,୩୦।୪: କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଦଳ କାକଟପୁରରୁ ବିଶ୍ବଭୂଷଣ ଦାସଙ୍କୁ ଟିକେଟ୍ ଦେଇଛି। ଭାଜପାରୁ ଟିକେଟ ନ ମିଳିବାରୁ ସେ କଂଗ୍ରେସରେ ସାମିଲ ହୋଇଥିଲେ। The post କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ appeared first on Dharitri Odia News.
ପୁରୀ,୩୦।୪: କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଦଳ କାକଟପୁରରୁ ବିଶ୍ବଭୂଷଣ ଦାସଙ୍କୁ ଟିକେଟ୍ ଦେଇଛି। ଭାଜପାରୁ ଟିକେଟ ନ ମିଳିବାରୁ ସେ କଂଗ୍ରେସରେ ସାମିଲ ହୋଇଥିଲେ।
The post କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ appeared first on Dharitri Odia News.