କାଚ ମଦ ବୋତଲର ବିକଳ୍ପ ବ୍ୟବସ୍ଥା କରିବାକୁ ବିଧାନସଭାରେ ଦାବି କଲେ ସନାତନ ମହାକୁଡ଼
ଭୁବନେଶ୍ବର ୭।୧୨: କାଚ ମଦ ବୋତଲର ବିକଳ୍ପ ବ୍ୟବସ୍ଥା କରିବାକୁ ବିଧାନସଭାରେ ଦାବି କଲେ ସନାତନ ମହାକୁଡ଼ । କାଚ ବୋତଲ ବଦଳରେ ଅନ୍ୟ ବିକଳ୍ପ ବ୍ୟବସ୍ଥାରେ ମଦ ବିକ୍ରି ପାଇଁ ଡିମାଣ୍ଡ କଲେ ସନା ।ବିଧାନସଭାରେ ଏକ ଲିଖିତ ପ୍ରଶ୍ନ କରି ସନା ଦାବି କରିଛନ୍ତି ଯେ, କାଚ ବୋତଲରେ ମଦ ବିକ୍ରି ହେଉଥିବାରୁ ବ୍ୟବହାର ପରେ ସେହି କାଚ ଅଧିକାଂଶ ଲୋକ ଭାଙ୍ଗି କି ବାହାରେ ଫିଙ୍ଗୁଛନ୍ତି । ସେହି ଭଙ୍ଗା କାଚ ଦ୍ୱାରା ପରିବେଶ ନଷ୍ଟ ହେଉଥିବା ବେଳେ ଅନେକ ଲୋକ ଓ ପ୍ରାଣୀ ସମ୍ପଦ ଆହତ ହେଉଛନ୍ତି । ତେଣୁ ମଦ ବୋତଲର ବିକଳ୍ପ ବ୍ୟବସ୍ଥା ପାଇଁ ଦାବି କଲେ ସନା ମହାକୁଡ଼ ।You Can Read:
ଭୁବନେଶ୍ବର ୭।୧୨: କାଚ ମଦ ବୋତଲର ବିକଳ୍ପ ବ୍ୟବସ୍ଥା କରିବାକୁ ବିଧାନସଭାରେ ଦାବି କଲେ ସନାତନ ମହାକୁଡ଼ । କାଚ ବୋତଲ ବଦଳରେ ଅନ୍ୟ ବିକଳ୍ପ ବ୍ୟବସ୍ଥାରେ ମଦ ବିକ୍ରି ପାଇଁ ଡିମାଣ୍ଡ କଲେ ସନା ।
ବିଧାନସଭାରେ ଏକ ଲିଖିତ ପ୍ରଶ୍ନ କରି ସନା ଦାବି କରିଛନ୍ତି ଯେ, କାଚ ବୋତଲରେ ମଦ ବିକ୍ରି ହେଉଥିବାରୁ ବ୍ୟବହାର ପରେ ସେହି କାଚ ଅଧିକାଂଶ ଲୋକ ଭାଙ୍ଗି କି ବାହାରେ ଫିଙ୍ଗୁଛନ୍ତି । ସେହି ଭଙ୍ଗା କାଚ ଦ୍ୱାରା ପରିବେଶ ନଷ୍ଟ ହେଉଥିବା ବେଳେ ଅନେକ ଲୋକ ଓ ପ୍ରାଣୀ ସମ୍ପଦ ଆହତ ହେଉଛନ୍ତି । ତେଣୁ ମଦ ବୋତଲର ବିକଳ୍ପ ବ୍ୟବସ୍ଥା ପାଇଁ ଦାବି କଲେ ସନା ମହାକୁଡ଼ ।
You Can Read: