କାଜୁ ବଗିଚାରେ ମହିଳାଙ୍କୁ କଚାଡ଼ି ମାରିଲା ହାତୀ
ଦେବଗଡ଼,୮ା୬(ଶଶାଙ୍କ ଶେଖର ଝାଙ୍କର): ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ଜୀବନ ଯାଇଛି। ଦେବଗଡ଼ ବନଖଣ୍ଡ ରିଆମାଳ ବନାଞ୍ଚଳ ଆଉଁଳିରେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା କୈଳାସ ପ୍ରଧାନଙ୍କ ସ୍ତ୍ରୀ କଳାବତୀ ପ୍ରଧାନ ବୋଲି ଜଣାପଡ଼ିଛି। କାଜୁ ବଗିଚାରେ ମହିଳାଙ୍କୁ କଚାଡ଼ି କଚାଡି ମାରିଛି ହାତୀ। ଘଟଣାସ୍ଥଳରେ ବନବିଭାଗ କର୍ମଚାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଅନ୍ୟପକ୍ଷରେ ବନବିଭାଗର ଅବହେଳା ଅଭିଯୋଗରେ ସ୍ଥାନୀୟ ଲୋକ ଅସନ୍ତୋଷ ପ୍ରକାଶ କରିଥିବାବେଳେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି। The post କାଜୁ ବଗିଚାରେ ମହିଳାଙ୍କୁ କଚାଡ଼ି ମାରିଲା ହାତୀ appeared first on Dharitri Odia News.
ଦେବଗଡ଼,୮ା୬(ଶଶାଙ୍କ ଶେଖର ଝାଙ୍କର): ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ଜୀବନ ଯାଇଛି। ଦେବଗଡ଼ ବନଖଣ୍ଡ ରିଆମାଳ ବନାଞ୍ଚଳ ଆଉଁଳିରେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା କୈଳାସ ପ୍ରଧାନଙ୍କ ସ୍ତ୍ରୀ କଳାବତୀ ପ୍ରଧାନ ବୋଲି ଜଣାପଡ଼ିଛି। କାଜୁ ବଗିଚାରେ ମହିଳାଙ୍କୁ କଚାଡ଼ି କଚାଡି ମାରିଛି ହାତୀ। ଘଟଣାସ୍ଥଳରେ ବନବିଭାଗ କର୍ମଚାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଅନ୍ୟପକ୍ଷରେ ବନବିଭାଗର ଅବହେଳା ଅଭିଯୋଗରେ ସ୍ଥାନୀୟ ଲୋକ ଅସନ୍ତୋଷ ପ୍ରକାଶ କରିଥିବାବେଳେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି।
The post କାଜୁ ବଗିଚାରେ ମହିଳାଙ୍କୁ କଚାଡ଼ି ମାରିଲା ହାତୀ appeared first on Dharitri Odia News.