କାନାଡା ସାଇବର ବିପଦ ତାଲିକାରେ ଭାରତ

ଓଟ୍ଟାଓ୍ବା,୩ା୧୧(ପି.ଟି.): କାନାଡା ଏହାର ସାଇବର ବିପଦ ଆଡଭାଇଜରି ତାଲିକାରେ ପ୍ରଥମ ଥର ପାଇଁ ଭାରତକୁ ଯୋଡ଼ିଛି। ଭାରତ ସରକାରଙ୍କ ପ୍ରାୟୋଜିତ ଆକ୍ଟରମାନେ କାନାଡା ବିରୋଧରେ ଗୁପ୍ତଚରଗିରି କରୁଥାଇପାରନ୍ତି ବୋଲି ଓଟ୍ଟାଓ୍ବା କହିଛି। ଜାତୀୟ ସାଇବର ଥ୍ରେଟ୍‌ ଆସେସ୍‌ମେଣ୍ଟ ୨୦୨୫-୨୬ ରିପୋର୍ଟରେ ଚାଇନା, ରୁଷିଆ, ଇରାନ, ଉତ୍ତର କୋରିଆ ପରେ ଭାରତର ନାଁ ପଞ୍ଚମ ସ୍ଥାନରେ ରହିଛି। ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜ୍ଜାରଙ୍କୁ ହତ୍ୟା ଘଟଣାରେ ଭାରତ ସମ୍ପୃକ୍ତ ଥିବା କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଅଭିଯୋଗ ଆଣିବା […] The post କାନାଡା ସାଇବର ବିପଦ ତାଲିକାରେ ଭାରତ appeared first on Dharitri Odia News.

କାନାଡା ସାଇବର ବିପଦ ତାଲିକାରେ ଭାରତ

ଓଟ୍ଟାଓ୍ବା,୩ା୧୧(ପି.ଟି.): କାନାଡା ଏହାର ସାଇବର ବିପଦ ଆଡଭାଇଜରି ତାଲିକାରେ ପ୍ରଥମ ଥର ପାଇଁ ଭାରତକୁ ଯୋଡ଼ିଛି। ଭାରତ ସରକାରଙ୍କ ପ୍ରାୟୋଜିତ ଆକ୍ଟରମାନେ କାନାଡା ବିରୋଧରେ ଗୁପ୍ତଚରଗିରି କରୁଥାଇପାରନ୍ତି ବୋଲି ଓଟ୍ଟାଓ୍ବା କହିଛି। ଜାତୀୟ ସାଇବର ଥ୍ରେଟ୍‌ ଆସେସ୍‌ମେଣ୍ଟ ୨୦୨୫-୨୬ ରିପୋର୍ଟରେ ଚାଇନା, ରୁଷିଆ, ଇରାନ, ଉତ୍ତର କୋରିଆ ପରେ ଭାରତର ନାଁ ପଞ୍ଚମ ସ୍ଥାନରେ ରହିଛି। ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜ୍ଜାରଙ୍କୁ ହତ୍ୟା ଘଟଣାରେ ଭାରତ ସମ୍ପୃକ୍ତ ଥିବା କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଅଭିଯୋଗ ଆଣିବା ପରେ ଦୁଇ ଦେଶ ମଧ୍ୟରେ କୂଟନୈତିକ ସମ୍ପର୍କରେ ତିକ୍ତତା ସୃଷ୍ଟି ହୋଇଥିଲା।

The post କାନାଡା ସାଇବର ବିପଦ ତାଲିକାରେ ଭାରତ appeared first on Dharitri Odia News.